Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅପହୃତ ନାବାଳିକାଙ୍କୁ ବାଣପୁରରୁ ଉଦ୍ଧାର କଲା କମିସନେରେଟ ପୋଲିସ, ଜଣେ ଅଟକ
ଅପରାଧ

ଅପହୃତ ନାବାଳିକାଙ୍କୁ ବାଣପୁରରୁ ଉଦ୍ଧାର କଲା କମିସନେରେଟ ପୋଲିସ, ଜଣେ ଅଟକ

September 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଂଚଳରୁ ଜଣେ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଜଣେ ଯୁବକଙ୍କୁ ଅଟକ ରଖିଛି କମିଶନେରେଟ ପୋଲିସ। ସୂଚନା ମୁତାବକ ନିକଟରେ ଜଟଣୀ ଥାନା ଅଞ୍ଚଳର ଜଣେ ନାବାଳିକା ଅପହୃତ ହୋଇଥିବାର ଅଭିଯୋଗ କରିଥିଲେ ନାବାଳିକାଙ୍କ ପରିବାରବର୍ଗ।

ଏହି ପରିପ୍ରେକ୍ଷୀରେ ଜଟଣୀ ଥାନାରେ କେସ ନମ୍ବର ୩୨୮/୨୨ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା ପୋଲିସ। ତେବେ ଆଜି କୌଣସି ବିଶେଷସୂତ୍ରରୁ ଖବର ପାଇ ଜଟଣୀ ପୋଲିସ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ସମ୍ପୃକ୍ତ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖିଥିବାର ଜଟଣୀ ଆଇଆଇସି ସୌମ୍ୟକାନ୍ତ ବଳିୟାରସିଂହ ସୂଚନା ଦେଇଛନ୍ତି।

ଜଣେ ଅଟକ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.