Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗୋଆ ସରକାରଙ୍କ ବଡ ନିଷ୍ପତ୍ତି: ସୋନାଲି ଫୋଗାଟ ହତ୍ୟା ମାମଲାର ସିବିଆଇ କରିବ ତଦନ୍ତ
ଅପରାଧ

ଗୋଆ ସରକାରଙ୍କ ବଡ ନିଷ୍ପତ୍ତି: ସୋନାଲି ଫୋଗାଟ ହତ୍ୟା ମାମଲାର ସିବିଆଇ କରିବ ତଦନ୍ତ

September 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଣାଜୀ: ସୋନାଲି ଫୋଗାଟ ଅଗଷ୍ଟ ୨୩ ତାରିଖରେ ଗୋଆର ଏକ ରେଷ୍ଟୁରାଣ୍ଟରେ ମୃତ୍ୟୁ ବରଣ କରିଥିଲେ। ତାଙ୍କୁ ରେଷ୍ଟୁରାଣ୍ଟରୁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରଖାନାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏପର୍ଯ୍ୟନ୍ତ ଗୋଆ ପୋଲିସ ତାଙ୍କ ସହ ସୋନାଲିଙ୍କ ପିଏ ସୁଧୀର ସାଙ୍ଗୱାନ ଏବଂ ସୁଖବିନ୍ଦରଙ୍କୁ ଗିରଫ କରିଛି। ଏଥି ସହିତ ଏହି ମାମଲାର ଅଧିକ ତଦନ୍ତ ପାଇଁ ବର୍ତ୍ତମାନ ଗୋଆ ସରକାର ସିବିଆଇକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସୋନାଲି ଫୋଗାଟ ହତ୍ୟା ମାମଲା ଏବେ ସିବିଆଇ ଦ୍ୱାରା ଯାଞ୍ଚ ହେବ। ଗୋଆ ପୋଲିସ ପୁରା ମାମଲା ସିବିଆଇକୁ ହସ୍ତାନ୍ତର କରିବ। ଉଲ୍ଲେଖ ଯୋଗ୍ୟ ଯେ, ଏହି ମାମଲାରେ ସୋନାଲି ଫୋଗାଟଙ୍କ ଝିଅ ଯଶୋଧରା ଫୋଗାଟ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଥିଲେ ଏବଂ ରବିବାର ମଧ୍ୟ ସୋନାଲି ଫୋଗାଟ ମାମଲାର ତଦନ୍ତ ସିବିଆଇ ଦ୍ୱାରା କରାଯିବାକୁ ଦାବି କରିଥିଲେ।

ହିସାରର ଏକ ଖାପ ପଞ୍ଚାୟତରେ ସୋନାଲି ଫୋଗାଟଙ୍କ ଝିଅ ଯଶୋଧରା ଫୋଗାଟ କହିଥିଲେ ଯେ, ଆମେ ଏହି ଘଟଣାର ସିବିଆଇ ତଦନ୍ତ ଦାବି କରୁଛୁ। ବର୍ତ୍ତମାନ ସରକାରଙ୍କ ଉପରେ ଆମର କୌଣସି ଭରସା ନାହିଁ କିମ୍ବା ସେମାନଙ୍କଠାରୁ କୌଣସି ଆଶ୍ଵାସନା ପାଇନାହୁଁ।

ଗୋଆ ସିବିଆଇ କରିବ ତଦନ୍ତ ସୋନାଲି ଫୋଗାଟ ହତ୍ୟା ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026
Latest News

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.