Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପିକ୍ଅପ୍ ଭ୍ୟାନ୍ ରୁ ୨୨୮ବଣ୍ଡଲ କେନ୍ଦୁପତ୍ର ଜବତ, ଡ୍ରାଇଭର୍ ଫେରାର୍
ଅପରାଧ

ପିକ୍ଅପ୍ ଭ୍ୟାନ୍ ରୁ ୨୨୮ବଣ୍ଡଲ କେନ୍ଦୁପତ୍ର ଜବତ, ଡ୍ରାଇଭର୍ ଫେରାର୍

September 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ଆଜି ଭୋରରୁ କେନ୍ଦୁପତ୍ର ଚାଲାଣ ହେଉଥିବା ବେଳେ ବଡମାଳ ରେଞ୍ଜ ମୋଚିବାହାଳ ଗ୍ରାମରୁରୁ ବନବିଭାଗ ୨୨୮ ବଣ୍ଡଲ କେନ୍ଦୁପତ୍ର ଜବତ କରିବା ସହ ଏକ ପିକ୍ଅପ୍ ଗାଡ଼ି ( ଡବ୍ଲୁବି ୩୫-୩୫୯୮)କୁ ଜବତ କରିଛି। କିନ୍ତୁ ଗାଡ଼ିଚାଳକ ଫେରାର୍ ହେବାରେ ସକ୍ଷମ ହେଇଛି।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ମୋଚିବାହାଳ ଅଂଚଳରୁ କେନ୍ଦୁପତ୍ର ବାହାର ରାଜ୍ୟକୁ ଚାଲାଣ ହେଉଥିବା ବନବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ଆଜି ଭୋରରୁ ରେଢ଼ାଖୋଲ ବନଖଣ୍ଡ ଅଧିକାରୀ ରମାକାନ୍ତ ନାଏକଙ୍କ ନିର୍ଦ୍ଦେଶ କ୍ରମେ ବନବିଭାଗ କର୍ମଚାରୀମାନେ ମୋଚିବାହାଳ ଠାରେ ଛକି ରହିଥିଲେ। ପିକ୍ ଅପ୍ ଭ୍ୟାନ୍ ରେ କେନ୍ଦୁପତ୍ର ବୋଝେଇ ହୋଇ ମୋଚିବାହାଳ ପହଞ୍ଚିବା କ୍ଷଣି ବନବିଭାଗ ଗାଡ଼ିଟିକୁ ଅଟକାଇଥିଲା।  ପିକଅପ୍ ଗାଡିକୁ ଜବତ କରିବା ସହ ଗାଡିରୁ ୨୨୮ବଣ୍ଡଲ କେନ୍ଦୁପତ୍ର ଜବତ କରିବା ଗାଡିକୁ ଜବତ କରିଥିଲା। ଏଥିରେ ସମ୍ପୃକ୍ତ ଥିବା ଡ୍ରାଇଭର ଫେରାର୍ ଥିବା ବନବିଭାଗ ପ୍ରକାଶ କରିଛି।

ରେଢ଼ାଖୋଲ ଡିଏଫ୍ଓ ରମାକାନ୍ତ ନାଏକଙ୍କ ନିର୍ଦ୍ଦେଶ କ୍ରମେ ବନବିଭାଗର ରେଞ୍ଜର ପ୍ରଦୀପ ସେଠୀ, ଚାରମାଳ ଫରେଷ୍ଟର ପ୍ରବୀଣ କୁମାର ପ୍ରଧାନ, ମୋଚିବାହାଳ ଫରେଷ୍ଟର ସୁନୀଲ କୁମାର ମିର୍ଦ୍ଧା, ଫରେଷ୍ଟଗାର୍ଡ କୈଳାସ ଚନ୍ଦ୍ ମିଶ୍ର, କିଶୋର ଚନ୍ଦ୍ର ପ୍ରଧାନ ତଥା ବନବିଭାଗର ଅନ୍ୟ କର୍ମଚାରୀମାନେ ସାମିଲ୍ ହୋଇଥିଲେ। ଗାଡିସହ କେନ୍ଦୁପତ୍ର ସବୁକୁ ମୋଚିବାହାଳ କେନ୍ଦୁପତ୍ର ଫଡ଼ିରେ ଜିମା ଦେଇଥିବା ବନ ବିଭାଗ ପ୍ରକାଶ କରିଛି।

କେନ୍ଦୁପତ୍ର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026
Latest News

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026

ଚିନ୍ତା ବଢ଼ାଇଲା ଆମେରିକା ଦ୍ଵାରା ପ୍ରକାଶିତ ଭାରତ ମାନଚିତ୍ର: ପାକିସ୍ତାନ ଏବଂ ଚୀନ୍ କୁ ବଡ଼ ଝଟକା

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.