Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲଣ୍ଡାକୋଟ ଜଙ୍ଗଲରୁ ଦେଶୀ ବନ୍ଧୁକ ସହ ଯୁବକ ଗିରଫ, କୋର୍ଟ ଚାଲାଣ
ଅପରାଧ

ଲଣ୍ଡାକୋଟ ଜଙ୍ଗଲରୁ ଦେଶୀ ବନ୍ଧୁକ ସହ ଯୁବକ ଗିରଫ, କୋର୍ଟ ଚାଲାଣ

September 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ଚାରମାଳ ନିକଟସ୍ଥ ଲଣ୍ଡାକୋଟ ଜଙ୍ଗଲରେ ବନବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ଦେଶୀ ବନ୍ଧୁକ, ଅଫୁଟା ଗୁଳି ସହ ଜଣେ ଯୁବକକୁ ଗିରଫ କରିଛି ବନବିଭାଗ।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ବନବିଭାଗ ଲଣ୍ଡାକୋର୍ଟ ଜଙ୍ଗଲରେ ପେଟ୍ରୋଲିଂ କରୁଥିବା ସମୟରେ ଚାରମାଳ ଥାନା ଖସୁଆ ଗ୍ରାମର ନବିନ୍ ଶବର (୨୨) ଅବାଧରେ ଦେଶୀ ବନ୍ଧୁକ ଧରି ବୁଲୁଥିଲା। ବନବିଭାଗ ତାକୁ ଗିରଫ କରି ଦେଶୀ ବନ୍ଧୁକ ସହ ୧୦ଟି ଅଫୁଟା ଗୁଳି, ଗନ୍ ପାଉଡର ଆଦି ଜବତ କରିଥିଲା।

ଆଜି ଅପରାଧିକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ୍ ନାମାଞ୍ଜୁର ହେବାରୁ ଜେଲ୍ ହାଜତକୁ ପଠାଇ ଥିବା ବନବିଭାଗ ପ୍ରକାଶ କରିଛି। ଏମିତି ଜନ୍ତୁ ଶୀକାର ପାଇଁ ବହୁ ଲୋକ ଚୋରାରେ ଦେଶୀ ବନ୍ଧୁକ ଧରି ଅବାଧରେ ଜଙ୍ଗଲରେ ବୁଲୁଛନ୍ତି। ବନବିଭାଗର ପେଟ୍ରୋଲିଂ କଡାକଡି କରାଗଲେ ଶୀକାରୀ ମାନେ ବୁଲି ପାରନ୍ତେ ନାହଁ କି ଜନ୍ତୁ ଶୀକାର କରିପାରନ୍ତେ ନାହିଁ।

କୋର୍ଟ ଚାଲାଣ ଦେଶୀ ବନ୍ଧୁକ ଯୁବକ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.