Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁରକ୍ଷା ବାହିନୀର କାର୍ଯ୍ୟାନୁଷ୍ଠାନ ଜାରି, ଶ୍ରମିକଙ୍କୁ ଆକ୍ରମଣ କରିଥିବା ୨ ଆତଙ୍କବାଦୀ ନିହତ
ଅପରାଧ

ସୁରକ୍ଷା ବାହିନୀର କାର୍ଯ୍ୟାନୁଷ୍ଠାନ ଜାରି, ଶ୍ରମିକଙ୍କୁ ଆକ୍ରମଣ କରିଥିବା ୨ ଆତଙ୍କବାଦୀ ନିହତ

September 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁରକ୍ଷା ବାହିନୀକୁ ବଡ଼ ସଫଳତା
ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଶ୍ରୀନଗରର ନୋଭଗାମ ପୋଲିସ ଷ୍ଟେସନ ଅଞ୍ଚଳରେ ସୁରକ୍ଷା ବାହିନୀ ସହିତ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏକ ନିର୍ଦ୍ଦିଷ୍ଟ ଇନପୁଟ୍ ଉପରେ ଆଧାର କରି ସୁରକ୍ଷା ବାହିନୀ ନୋଗାମ ପୋଲିସ ଷ୍ଟେସନ ଅଞ୍ଚଳର ଡଙ୍ଗରପୋରା ଅଞ୍ଚଳରେ ଏକ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି। ସେ କହିଛନ୍ତି ଯେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ପରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା।

ଏହି ଅପରେସନରେ ଏପର୍ଯ୍ୟନ୍ତ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀର ସର୍ଚ୍ଚ ଅପରେସନ ମଧ୍ୟ ଚାଲିଛି। ନିହତ ଆତଙ୍କବାଦୀମାନେ ଆତଙ୍କବାଦୀ ସଂଗଠନ AGuH ସହ ଜଡିତ ଏବଂ ପୁଲୱାମାର ଏଲାଜ ରସୁଲ ନାଜର ଏବଂ ସହିଦ ଅହମ୍ମଦ ବୋଲି ଜଣା ପଡିଛି।

ଏହି ଆତଙ୍କବାଦୀମାନେ ପଶ୍ଚିମବଙ୍ଗର ବାସିନ୍ଦା ମୁନିର-ଉଲ-ଇସଲାମ ନାମକ ଜଣେ ଶ୍ରମିକଙ୍କ ଉପରେ ସେପ୍ଟେମ୍ବର ୨ ତାରିଖରେ ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିଲେ। ପ୍ରକାଶ ଯୋଗ୍ୟ ଯେ ଜାମ୍ମୁ କାଶ୍ମୀରରେ ଆତଙ୍କବାଦ ବିରୋଧରେ କାର୍ଯ୍ୟାନୁଷ୍ଠାନ କ୍ରମାଗତ ଭାବରେ ଚାଲିଛି।

ଆତଙ୍କବାଦୀ ନିହତ ଶ୍ରୀନଗର ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍‌ରେ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ନେଇ ଦୁଇ ଦିନିଆ ସମ୍ମିଳନୀ

May 30, 2026

ରଣପୁର ବ୍ଲକରେ ଆଜିଠାରୁ ଆରମ୍ଭ ହେଲା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ-୨୦୨୬ କାର୍ଯ୍ୟକ୍ରମ

May 30, 2026

ଖୋର୍ଦ୍ଧା ରୋଡ୍ ରେଳଷ୍ଟେସନ ନିରୀକ୍ଷଣ କଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ

May 30, 2026

ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ: ୧୪ ସାଇକେଲ ଜବତ, ଅଭିଯୁକ୍ତ ଗିରଫ

May 30, 2026
Latest News

ସମ୍‌ରେ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ନେଇ ଦୁଇ ଦିନିଆ ସମ୍ମିଳନୀ

May 30, 2026

ରଣପୁର ବ୍ଲକରେ ଆଜିଠାରୁ ଆରମ୍ଭ ହେଲା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ-୨୦୨୬ କାର୍ଯ୍ୟକ୍ରମ

May 30, 2026

ଖୋର୍ଦ୍ଧା ରୋଡ୍ ରେଳଷ୍ଟେସନ ନିରୀକ୍ଷଣ କଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ

May 30, 2026

ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ: ୧୪ ସାଇକେଲ ଜବତ, ଅଭିଯୁକ୍ତ ଗିରଫ

May 30, 2026

ବନ୍ଧ ହୁଡ଼ାରୁ ବିଧବା ମହିଳାଙ୍କ ଶବ ଉଦ୍ଧାର

May 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.