Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବେଗୁନିଆ: କାରରୁ ୧୦୨୦ ଲିଟର ଦେଶୀ ମଦ ଜବତ, ଅଭିଯୁକ୍ତ ଫେରାର
ଅପରାଧ

ବେଗୁନିଆ: କାରରୁ ୧୦୨୦ ଲିଟର ଦେଶୀ ମଦ ଜବତ, ଅଭିଯୁକ୍ତ ଫେରାର

September 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଅପରାହ୍ନରେ ଖୋର୍ଦ୍ଧା ଅବକାରୀ ବିଭାଗ ବେଗୁନିଆ ଥାନା ରସୋଳ ଗ୍ରାମରେ ଚଢ଼ାଉ କରି ଦେଶୀ ମଦ ବୋଝେଇ କାର ଜବତ କରିଛି। ସୂଚନା ମୁତାବକ ଉକ୍ତ ଗ୍ରାମର ରଜନୀକାନ୍ତ ରାଉତରାୟ କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରୁ ଦେଶୀ ମଦ ଏକ କାରରେ ନେଇ ଆସୁଥିବାର ଖବର ପାଇଥିଲା ଅବକାରୀ ବିଭାଗ। ବିଳମ୍ବ ନକରି ଅବକାରୀ ଅଧିକାରୀ ମାନେ ଅଭିଯୁକ୍ତଙ୍କୁ କାବୁ କରିବା ପାଇଁ ରାସୋଳ ଗ୍ରାମରେ ଡେରା ପକାଇଥିଲେ।

ତେବେ ଗ୍ରାମରେ ପହଞ୍ଚିବା ପୁର୍ବରୁ ଦୁରରୁ ଅବକାରୀ ଅଧିକାରୀଙ୍କୁ ଦେଖି କାରରୁ ଡିଆଁ ମାରି ଫେରାର ହୋଇଯାଇଥିଲେ ରଜନୀକାନ୍ତ। ଅବକାରୀ ବିଭାଗ ଘଟଣାସ୍ଥଳରୁ ୧୦୨୦ ଲିଟର ଦେଶୀ ମଦ ସମେତ ଏକ ମାରୁତି ୮୦୦ କାର ଜବତ କରିବା ସହ ଫେରାର ଅଭିଯୁକ୍ତଙ୍କ ବିରୋଧରେ ପିଆର ନମ୍ବର ୬୯/୨୨-୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଜିଲ୍ଲା ମୋବାଇଲ ଇନ୍ସପେକ୍ଟର ରାଜଶେଖର ସ୍ୱାଇଁ , ଜିଲ୍ଲା ମୋବାଇଲ ଏସଆଇ ବି. ମନୋଜ କୁମାର, ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା, ବେଗୁନିଆ ମୋବାଇଲ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅଭିଯୁକ୍ତ ଫେରାର ଖୋର୍ଦ୍ଧା ଅବକାରୀ ବିଭାଗ ଦେଶୀ ମଦ ବେଗୁନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

September 20, 2026

ଏସ. ଜୟଶଙ୍କର ଏବଂ ସିବିଆଇ ନିର୍ଦ୍ଦେଶକଙ୍କୁ ମଧ୍ୟ ଏସଆଇଆର ନୋଟିସ: ଜାଣନ୍ତୁ କାହିଁକି?

September 20, 2026

ଓଡ଼ିଶାର ମତ୍ସ୍ୟଜୀବୀମାନଙ୍କୁ ସଂଯୁକ୍ତ ଏବଂ ସୁରକ୍ଷିତ ରଖୁଛି ଜିଓ ନେଟୱାର୍କ

September 20, 2026

ବିଧାନସଭା ଅଧିବେଶନ ପାଇଁ କଡ଼ା ସୁରକ୍ଷା, ମୁତୟନ ହେବେ ୩୦ ପ୍ଲାଟୁନ୍ ପୁଲିସ

September 20, 2026
Latest News

ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

September 20, 2026

ଏସ. ଜୟଶଙ୍କର ଏବଂ ସିବିଆଇ ନିର୍ଦ୍ଦେଶକଙ୍କୁ ମଧ୍ୟ ଏସଆଇଆର ନୋଟିସ: ଜାଣନ୍ତୁ କାହିଁକି?

September 20, 2026

ଓଡ଼ିଶାର ମତ୍ସ୍ୟଜୀବୀମାନଙ୍କୁ ସଂଯୁକ୍ତ ଏବଂ ସୁରକ୍ଷିତ ରଖୁଛି ଜିଓ ନେଟୱାର୍କ

September 20, 2026

ବିଧାନସଭା ଅଧିବେଶନ ପାଇଁ କଡ଼ା ସୁରକ୍ଷା, ମୁତୟନ ହେବେ ୩୦ ପ୍ଲାଟୁନ୍ ପୁଲିସ

September 20, 2026

“ଦେଶର ବାତାବରଣ ନଷ୍ଟ କରିବାର ଷଡ଼ଯନ୍ତ୍ର”: ହମିଦ ଅନସାରୀଙ୍କୁ ଟାର୍ଗେଟ କଲେ ଇମାମ ଇଲିଆସି

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.