Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିଜେପି କାର୍ଯ୍ୟାଳୟ ଉପରେ ଆକ୍ରମଣ, ସରକାରୀ ବସ୍ ଭଙ୍ଗାରୁଜା: ପିଏଫଆଇ ର ଉଗ୍ର ହେଲା ପ୍ରଦର୍ଶନ
ଅପରାଧ

ବିଜେପି କାର୍ଯ୍ୟାଳୟ ଉପରେ ଆକ୍ରମଣ, ସରକାରୀ ବସ୍ ଭଙ୍ଗାରୁଜା: ପିଏଫଆଇ ର ଉଗ୍ର ହେଲା ପ୍ରଦର୍ଶନ

September 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ରୀୟ ଏଜେନ୍ସିଗୁଡିକର କାର୍ଯ୍ୟାନୁଷ୍ଠାନ ବିରୋଧରେ ନିଜର ଦୃଢ ବିରୋଧ ପ୍ରଦର୍ଶନ କରି ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) କେରଳରେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଧର୍ମଘଟ ଡାକରା ଦେଇଛି। ଏହି ସମୟରେ ପ୍ରବଳ ହିଂସାତ୍ମକ ଖବର ଆସିଛି। କେରଳରୁ ତାମିଲନାଡୁ ପର୍ଯ୍ୟନ୍ତ ଭଙ୍ଗାରୁଜା କରାଯାଉଛି, ତାମିଲନାଡୁର ବିଜେପି କାର୍ଯ୍ୟାଳୟକୁ ମଧ୍ୟ ଆକ୍ରମଣ କରାଯାଇଥିବା କୁହାଯାଉଛି। କୋଚିରେ ସରକାରୀ ବସ୍‌କୁ ଟାର୍ଗେଟ କରି ଭଙ୍ଗାରୁଜା କରାଯାଇଛି। ଆହୁରି ମଧ୍ୟ, ତିରୁବନନ୍ତପୁରମରେ ଭଙ୍ଗାରୁଜା ଖବର ସାମ୍ନାକୁ ଆସୁଛି।

ଏନ୍ଆଇଏ ନେତୃତ୍ୱରେ ବିଭିନ୍ନ ଏଜେନ୍ସି ଦ୍ୱାରା ସେମାନଙ୍କ କାର୍ଯ୍ୟାଳୟ, ନେତାଙ୍କ ଘର ଏବଂ ଅନ୍ୟାନ୍ୟ ପରିସର ଉପରେ ହୋଇଥିବା ଚଢାଉ ବିରୋଧରେ ପିଏଫ୍ଆଇ କାର୍ଯ୍ୟକର୍ତ୍ତାମାନେ କେରଳରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ଅର୍ଥ ପ୍ରଦାନ ଅଭିଯୋଗରେ PFI ଉପରେ ଏହି ଚଢାଉ କରାଯାଇଥିଲା।

pfi କେନ୍ଦ୍ରୀୟ ଏଜେନ୍ସି କେରଳ ତାମିଲନାଡୁ ପିଏଫଆଇ ବିଜେପି କାର୍ଯ୍ୟାଳୟ ସରକାରୀ ବସ୍
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026
Latest News

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.