Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ୟୁକ୍ରେନ ଉପରେ ଋଷର ବଡ ଆକ୍ରମଣ, କ୍ଷେପଣାସ୍ତ୍ର ମାଡରେ ୧୭ ମୃତ, ୪୦ ଆହତ
ଅନ୍ତରାଷ୍ଟ୍ରୀୟ

ୟୁକ୍ରେନ ଉପରେ ଋଷର ବଡ ଆକ୍ରମଣ, କ୍ଷେପଣାସ୍ତ୍ର ମାଡରେ ୧୭ ମୃତ, ୪୦ ଆହତ

October 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ
"ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ": ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

ନୂଆଦିଲ୍ଲୀ: ଗତକାଲି ରାତିରେ ଜାପୋରିଜିଆର ଆବାସିକ ଅଞ୍ଚଳରେ ଋଷିଆ ପକ୍ଷରୁ କ୍ଷେପଣାସ୍ତ୍ର ଆକ୍ରମଣ ହେବାର ଖବର ରହିଛି। ଖବର ଅନୁଯାୟୀ, ଋଷର କ୍ଷେପଣାସ୍ତ୍ର ଆକ୍ରମଣରେ ଜାପୋରିଜିଆର ୧୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। କୁହାଯାଉଛି ଯେ, ଜାପୋରିଜିଆର ଏକ ବହୁ ମହଲା କୋଠା ଉପରେ ଦଶଟି ଋଷିଆ କ୍ଷେପଣାସ୍ତ୍ର ପଡିଛି।

ଋଷର କ୍ଷେପଣାସ୍ତ୍ର ଆକ୍ରମଣ କ୍ରିମିଆର ଏକ ବ୍ରିଜ ଉପରେ ବୋମା ବିସ୍ଫୋରଣ ସହ ଜଡିତ ଥିବା ଦେଖାଯାଉଛି। ଋଷର ମୁଖ୍ୟଭୂମି ଏବଂ ଏହାର ଅଧିକୃତ କ୍ରିମିଆ ପ୍ରାୟଦ୍ୱୀପକୁ ସଂଯୋଗ କରୁଥିବା ଏକ ବ୍ରିଜ ଉପରେ ଅଟକି ରହିଥିବା ଏକ ବିସ୍ଫୋରକ ସାମଗ୍ରୀ ଭର୍ତ୍ତି ବାହନରେ ବିସ୍ଫୋରଣ ହୋଇଥିଲା। ଏହା ପରେ ନିଆଁ ଲାଗିଯାଇଥିଲା ଏବଂ ବ୍ରିଜର ଏକ ଅଂଶ ଭୁଶୁଡି ପଡିଥିଲା। ଏହା ୟୁକ୍ରେନର ଦକ୍ଷିଣ ଭାଗରେ ଯୁଦ୍ଧ କରୁଥିବା ଋଷ ସୈନ୍ୟମାନଙ୍କୁ ଯୋଗାଣ ବ୍ୟବସ୍ଥାକୁ ଅବରୋଧ କରିଥିଲା।

ଋଷ ୟୁକ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026
Latest News

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.