ନୂଆଦିଲ୍ଲୀ: ଆମେରିକାର ପଡୋଶୀ ଦେଶ ମେକ୍ସିକୋରେ ଆଖିବୁଜା ଗୁଳି ବିନିମୟ ହୋଇଛି। ଆକ୍ରମଣକାରୀ ୧୨ ଜଣଙ୍କୁ ହତ୍ୟା କରିଛି। କେନ୍ଦ୍ରୀୟ ମେକ୍ସିକୋରେ ଏହି ଭୟଙ୍କର ହତ୍ୟାକାଣ୍ଡ ଘଟିଛି। ଗୁଳି ବିନିମୟର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ, ପୋଲିସ ତଦନ୍ତରେ ନିୟୋଜିତ ଅଛି। ଆଖିବୁଜା ଗୁଳି ଆମେରିକା ମେକ୍ସିକୋ
ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ହିନ୍ଦୁ ଦେବତାଙ୍କ ଉପରେ ମନ୍ତବ୍ୟକୁ ନେଇ ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ନିନ୍ଦାDecember 3, 2025
International IDEA: ଭାରତକୁ ମିଳିଲା IDEAର ଅଧ୍ୟକ୍ଷତା, ପ୍ରତିନିଧିତ୍ବ କରିବେ CEC ଜ୍ଞାନେଶ କୁମାର December 3, 2025