ନୂଆଦିଲ୍ଲୀ: ଜଣାଶୁଣା ଟିଭି ଅଭିନେତ୍ରୀ ବୈଶାଳୀ ଠକ୍କର ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ଇନ୍ଦୋରରେ ୧ ବର୍ଷ ଧରି ରହୁଥିଲେ। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ପୋଲିସ ଘଟଣାସ୍ଥଳରୁ ଆତ୍ମହତ୍ୟା ନୋଟ ଜବତ କରିଛି। ଆତ୍ମହତ୍ୟା ଟିଭି ଅଭିନେତ୍ରୀ
କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭOctober 5, 2025