ନୂଆଦିଲ୍ଲୀ: ଜଣାଶୁଣା ଟିଭି ଅଭିନେତ୍ରୀ ବୈଶାଳୀ ଠକ୍କର ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ଇନ୍ଦୋରରେ ୧ ବର୍ଷ ଧରି ରହୁଥିଲେ। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ପୋଲିସ ଘଟଣାସ୍ଥଳରୁ ଆତ୍ମହତ୍ୟା ନୋଟ ଜବତ କରିଛି। ଆତ୍ମହତ୍ୟା ଟିଭି ଅଭିନେତ୍ରୀ
India Russia Summit:ବାର୍ଷିକ ଶିଖର ସମ୍ମିଳନୀରେ ଜାତୀୟ ମୁଦ୍ରା ବ୍ୟବହାର କରି ବାଣିଜ୍ୟ ବୃଦ୍ଧି ପାଇଁ ସହମତିDecember 5, 2025