Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ: ଚୋରି ଓ ଡକାୟତି ଘଟଣାରେ ଛଅ ଅଭିଯୁକ୍ତ ଗିରଫ
ଅପରାଧ

ବାଲୁଗାଁ: ଚୋରି ଓ ଡକାୟତି ଘଟଣାରେ ଛଅ ଅଭିଯୁକ୍ତ ଗିରଫ

October 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ ଚୋରି ଓ ଡକାୟତି ଘଟଣାରେ ଛଅ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସୂଚନା ମୁତାବକ ଗତ ଦୁଇ ଦିନ ହେଲା ବାଲୁଗାଁର ଏକ ନିର୍ଦ୍ଦିଷ୍ଟ କ୍ଲବ ଘର ପିଲାର ଭାଙ୍ଗି ତନ୍ମଧରେ ବହୁ ପରିମାଣରେ ଗଚ୍ଛିତ ଥିବା ଲୁହା ରଡ଼କୁ ପାଞ୍ଚ ଜଣ ଦୁର୍ବୁତ୍ତ ଲୁଟ କରି ନେଇଯାଇଥିଲେ। ତେବେ ସମସ୍ତ ପାଞ୍ଚ ଜଣ ଦୁର୍ବୁତ୍ତଙ୍କୁ ବାଲୁଗାଁ ପୋଲିସ ଆଜି କାବୁ କରିବା ସହ ସେମାନଙ୍କ ଠାରୁ ସମସ୍ତ ଲୁଟ ଜିନିଷ ଜବତ କରିଛି।

ଉକ୍ତ ଅଭିଯୁକ୍ତଙ୍କ ମଧ୍ୟରେ ଦୁଇ ଜଣ ଲୁହା ବେପାରି ଥିବା ଜଣାପଡିଛି। ସେହିପରି ଭାବେ ଆଜି ସକାଳେ ବାଲୁଗାଁ ଗୋପୀନାଥପୁର ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ନିକଟରୁ ବାଣପୁର ଥାନା ଅଞ୍ଚଳର ଶିବ ପ୍ରସାଦ ପଣ୍ଡା ନାମକ ଅଭିଯୁକ୍ତ ମୋବାଇଲ ଫୋନ ଓ ମନି ପର୍ସ ଜୋରଜବରଦସ୍ତ ଛଡାଇ ନେଇ ଫେରାର ହୋଇଯାଇଥିଲେ।

ଅଭିଯୋଗ ଆଧାରରେ ବାଲୁଗାଁ ପୋଲିସ ମାମଲା ରୁଜୁ କରିବା ସହ କିଛି ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ହଜାର ଟଙ୍କା ଓ ଏକ ମୋବାଇଲ ଫୋନ ଉଦ୍ଧାର କରିଥିବାର ଆଇଆଇସି ରଶ୍ମିରଞ୍ଜନ ଦାସ କହିଛନ୍ତି।

ସେହିପରି ନିକଟରେ ମୋଟରଜାନ ଯାଞ୍ଚ ସମୟରେ ନୂଆଗଡ଼ ବ୍ରିଜ ନିକଟରେ ପୋଲିସକୁ ଦୁଇ ଯୁବକ ଗାଳି ଗୁଲଜ କରିବା ସହ ଆକ୍ରମଣ କରିବାକୁ ପଛାଇନଥିଲେ। ଫଳରେ ଉଭୟଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଥିଲା। ଜଣଙ୍କୁ ଘଟଣାସ୍ଥଳରୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଜଣେ ଗିରଫ ଭୟରେ ଫେରାର ଥିବା ଆଇଆଇସି ଶ୍ରୀ ଦାସ କହିଛନ୍ତି। ଖୁବଶୀଘ୍ର ଅନ୍ୟ ଅଭିଯୁକ୍ତ ଗିରଫ ହେବ ବୋଲି ପୋଲିସ କହିଛି।

ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026
Latest News

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026

ଆଜି ଅକ୍ଟୋବର ୧୫ ତାରିଖରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ଭାଗ୍ୟଶାଳୀ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.