Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିସଙ୍କୁ ଆଶ୍ଵସ୍ତି, ମନି ଲଣ୍ଡରିଂ ମାମଲାରେ ମିଳିଲା ଜାମିନ
ଅପରାଧ

ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିସଙ୍କୁ ଆଶ୍ଵସ୍ତି, ମନି ଲଣ୍ଡରିଂ ମାମଲାରେ ମିଳିଲା ଜାମିନ

November 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିସଙ୍କୁ ପଟିଆଲା ହାଉସ କୋର୍ଟରୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ତାଙ୍କୁ ୨ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡରେ କୋର୍ଟ ଆଜି ଜାମିନ ପ୍ରଦାନ କରିଛନ୍ତି। ଏଥିସହ କୋର୍ଟ ଏକ ସର୍ତ୍ତ ମଧ୍ୟ ରଖିଛନ୍ତି। କୋର୍ଟଙ୍କ ଅନୁମତି ବିନା ଜ୍ୟାକଲିନ ଦେଶ ଛାଡି ପାରିବେ ନାହିଁ। ମହା ଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ଟଙ୍କା ହେରଫେର ମାମଲାର ଯାଞ୍ଚ ବେଳେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ନାମ ସାମ୍ନାକୁ ଆସିଥିଲା।

ଅଭିନେତ୍ରୀ ତାଙ୍କଠାରୁ ଅନେକ ଦାମୀ ଉପହାର ପାଇଥିଲେ। ଜ୍ୟାକଲିନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏହାର ଚାର୍ଜସିଟରେ ଅଭିଯୁକ୍ତ ଭାବେ ନାମିତ କରି କହିଥିଲେ ଯେ ସେ ଠକେଇ ହୋଇଥିବା ଅର୍ଥର ହିତାଧିକାରୀ। ଏହି ମାମଲାରେ ଜ୍ୟାକଲିନ ଏକ ଜାମିନ ଆବେଦନ କରିଥିଲେ, ଯାହାକୁ ଇଡି ବିରୋଧ କରିଥିଲା, ଯାହାର ଅଭିଯୋଗ ହୋଇଥିଲା ଯେ ଜ୍ୟାକଲିନ ତଦନ୍ତରୁ ରକ୍ଷା ପାଇବାଆ ପାଇଁ ଦେଶ ଛାଡିପାରନ୍ତି।

ବଲିଉଡ ଅଭିନେତ୍ରୀ ମନି ଲଣ୍ଡରିଂ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026
Latest News

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.