Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅମାନିଆ ଗାଡି ଚାଳକଙ୍କ ବିରୁଦ୍ଧରେ ମାମଲା ରୁଜୁ କଲା ବାଣପୁର ପୋଲିସ, ୯ ବାଇକ ଜବତ
ଅପରାଧ

ଅମାନିଆ ଗାଡି ଚାଳକଙ୍କ ବିରୁଦ୍ଧରେ ମାମଲା ରୁଜୁ କଲା ବାଣପୁର ପୋଲିସ, ୯ ବାଇକ ଜବତ

November 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ବଜାରରେ ପ୍ରବଳ ଭିଡ଼ ହେଉଥିବା ବେଳେ ସକ୍ରିୟ ହୋଇଉଠୁଛନ୍ତି ଅମାନିଆ ବାଇକ ଚାଳକ। ଏମାନଙ୍କ ଯୋଗୁଁ ମା’ ଭଗବତୀ ମନ୍ଦିର ଦର୍ଶନ ପାଇଁ ଆସୁଥିବା ପର୍ଯ୍ୟଟକ ଓ ସ୍ଥାନୀୟ ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏହି ପରିପ୍ରେକ୍ଷୀରେ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ରବିବାର ଦିନ ଅମାନିଆ ବାଇକ ଚାଳକଙ୍କ ଉପରେ ନଜର ରଖିବା ସହ ସନ୍ଧ୍ୟା ସୁଦ୍ଧା ନଅ ଗୋଟି ବାଇକ ଜବତ କରିଥିଲା। ତତସହିତ ବାଇକ ଚାଳକଙ୍କ ବିରୁଦ୍ଧରେ ନଅ ଗୋଟି ମାମଲା ରୁଜୁ କରାଯାଇଥିବାର ଆଇଆଇସି ଶ୍ରୀ ପରିଡ଼ା କହିଛନ୍ତି।

ତେବେ ପୋଲିସର ଏପରି ପଦକ୍ଷେପ ଦ୍ୱାରା ଧିରେ ଧିରେ ଅମାନିଆ ଗାଡି ଚାଳକ ସାବଡ଼ ହେଉଥିବାର ପରିଲକ୍ଷିତ ହୋଇଛି।

ଜୟପ୍ରକାଶ ପରିଡ଼ା ବାଣପୁର ବଜାର ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026
Latest News

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.