Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: କାର୍ଯ୍ୟରତ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୁତ୍ତ
ଅପରାଧ

ବାଣପୁର: କାର୍ଯ୍ୟରତ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୁତ୍ତ

November 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: କାର୍ଯ୍ୟରତ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାରେ ଏପରି ସାଙ୍ଘାତିକ ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ ଶନିବାର ଅପରାହ୍ନରେ ବାଣପୁର ତହସିଲ ଅଧୀନରେ ଥିବା ନୀଳାଦ୍ରିପ୍ରସାଦ ଆର ଆଇ ସର୍କଲର ଆରଆଇ ସୁରେଶ ଚନ୍ଦ୍ର ପ୍ରଧାନ ନିଜ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ସମୟରେ ହଠାତ ନୀଳାଦ୍ରିପ୍ରସାଦ ଅଞ୍ଚଳର କିଛି ଦୁର୍ବୁତ୍ତମାନେ ସୁରେଶଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଏହାପରେ ସୁରେଶ ସଙ୍ଗେସଙ୍ଗେ ମେଡିକାଲ ଯାଇ ଚିକିତ୍ସିତ ହୋଇଥିବା ବେଳେ ଏ ନେଇ ବାଣପୁର ତହସିଲଦାରଙ୍କୁ ଅବଗତ କରାଇଥିଲେ।

ତହସିଲଦାରଙ୍କ ଜରିଆରେ ସୁରେଶ ଏ ନେଇ ବାଣପୁର ଥାନାରେ ଏକ ଲିଖିତ ଅଭିଯୋଗ କରିବାରୁ ପୋଲିସ କେସ ନମ୍ବର ୫୧୮/୨୨ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ବାଣପୁର ମରଣାନ୍ତକ ଆକ୍ରମଣ ରାଜସ୍ବ ନିରୀକ୍ଷକ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଂଗର କିଏ ହେବ ମୁଖ୍ୟମନ୍ତ୍ରୀ ? ବାଛିବେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ

May 5, 2026

ବିଜେଡି ଖୋର୍ଦ୍ଧା ଓ ବାଲେଶ୍ବର ଜିଲ୍ଲାର ସଭାପତିଙ୍କ ନାମ କଲା ଘୋଷଣା, ଛଅଟି ଜିଲ୍ଲାରେ କାର୍ଯ୍ୟକାରୀ ସଭାପତି

May 5, 2026

ଭୀମଭୋଇ କଲେଜ ଅଧ୍ୟକ୍ଷଙ୍କ ବିରୋଧରେ ମାନସିକ ନିର୍ଯ୍ୟାତନା ଅଭିଯୋଗ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026
Latest News

ପଶ୍ଚିମବଂଗର କିଏ ହେବ ମୁଖ୍ୟମନ୍ତ୍ରୀ ? ବାଛିବେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ

May 5, 2026

ବଙ୍ଗଳାରେ ବିଜୟ ପରେ ବିଜେପିକୁ ପ୍ରଶଂସା କଲା ପାକିସ୍ତାନ: ବାଂଲାଦେଶରୁ ମଧ୍ୟ ଆସିଲା ପ୍ରତିକ୍ରିୟା

May 5, 2026

ବିଜେଡି ଖୋର୍ଦ୍ଧା ଓ ବାଲେଶ୍ବର ଜିଲ୍ଲାର ସଭାପତିଙ୍କ ନାମ କଲା ଘୋଷଣା, ଛଅଟି ଜିଲ୍ଲାରେ କାର୍ଯ୍ୟକାରୀ ସଭାପତି

May 5, 2026

ଭୀମଭୋଇ କଲେଜ ଅଧ୍ୟକ୍ଷଙ୍କ ବିରୋଧରେ ମାନସିକ ନିର୍ଯ୍ୟାତନା ଅଭିଯୋଗ

May 5, 2026

‘ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବି ନାହିଁ’: ମମତା ବାନାର୍ଜୀଙ୍କ ବଡ଼ ବିବୃତ୍ତି

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.