Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଙ୍ଗୀରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ, ବାଲୁଗାଁ ଅଞ୍ଚଳର ମାଫିଆ ଗିରଫ
ଅପରାଧ

ଟାଙ୍ଗୀରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ, ବାଲୁଗାଁ ଅଞ୍ଚଳର ମାଫିଆ ଗିରଫ

November 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟାଙ୍ଗୀରେ ଚଢ଼ାଉ କରି ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ, ବାଲୁଗାଁରୁ ମାଫିଆ ଗିରଫ

ସୀତାରାମ ଅଗ୍ରୱାଲା

ଟାଙ୍ଗୀ: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ବ୍ରାହ୍ମଣ୍ଡି ଛକ ୧୬ ନମ୍ବର ଜାତୀୟ ରାଜପଥରେ ବଜ୍ରକାପ୍ତା ଚୋରା ଚାଲାଣ କରାଯାଉଥିବାର ଖବର ପାଇ ଆଜି ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗର ସହଯୋଗରେ ଚଢାଉ କରିଛି ଏସଟିଏଫ। ଚଢାଉ ସମୟରେ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଥିବା ବେଳେ ଜଣେ ମାଫିଆ ଙ୍କୁ ଗିରଫ କରିଛି ଏସଟିଏଫ।

ଗିରଫ ମାଫିଆ ଜଣକ ହେଲେ ବାଲୁଗାଁ ଥାନା ଘୁମୁସରପଦର ଅଞ୍ଚଳର ଜୟକୃଷ୍ଣ ତରାଇ। ଜୀବନ୍ତ ବଜ୍ରକାପ୍ତାର ଓଜନ ୯ କେଜି ୨୦୦ ଗ୍ରାମ୍ ହୋଇଥବା ବେଳେ ଜୀବନ୍ତ ବଜ୍ରକାପ୍ତାକୁ ଊଦ୍ଧାର କରି ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗକୁ ହସ୍ତାନ୍ତର କରିଛି ଏସଟିଏଫ। ବର୍ତ୍ତମାନ ନନ୍ଦନ କାନନରେ ଜୀବନ୍ତ ବଜ୍ରକାପ୍ତା ସୁସ୍ଥଥିବା ଜଣା ପଡିଛି। ବଜ୍ରକାପ୍ତାର ଲମ୍ବ ୧୦୭ ସେଣ୍ଟିମିଟର ବୋଲି ଜଣା ପଡିଛି। ଗିରଫ ଅଭିଯୁକ୍ତଙ୍କୁ ନେଇ ଏସଟିଏଫ ଖୋଳ ତାଡ କରୁଥିବା ଜଣା ପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.