Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର : ସ୍କୁଲ ଛାତ୍ରୀଙ୍କୁ କମେଣ୍ଟ ମାରି ଗିରଫ ହେଲେ ରୋଡ ରୋମିଓ
ଅପରାଧ

ବାଣପୁର : ସ୍କୁଲ ଛାତ୍ରୀଙ୍କୁ କମେଣ୍ଟ ମାରି ଗିରଫ ହେଲେ ରୋଡ ରୋମିଓ

November 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର : ସ୍କୁଲ ଛାତ୍ରୀଙ୍କୁ କମେଣ୍ଟ ମାରି ଗିରଫ ହେଲେ ରୋଡ ରୋମିଓ

ବାଣପୁର: ସ୍କୁଲ ଛାତ୍ରୀଙ୍କୁ କମେଣ୍ଟ ମାରି ଗିରଫ ହେଲେ ରୋଡ ରୋମିଓ।ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ। ସୂଚନା ମୁତାବକ ଆଜି ବାଣପୁର ଥାନା କଲେଜ ଛକ ନିକଟରେ ଜଣେ ସ୍କୁଲ ଛାତ୍ରୀଙ୍କୁ କିଶୋର ଜେନା ନାମକ ଜଣେ ରୋଡ ରୋମିଓ କମେଣ୍ଟ ମାରିବା ସହ ଅଶ୍ଳୀଳ ଇଙ୍ଗିତ କରିଥିଲେ।

ଫଳରେ ଛାତ୍ରୀଙ୍କ ପରିବାର ପକ୍ଷରୁ ଏ ନେଇ ଥାନାରେ ଅଭିଯୋଗ ହେବାରୁ ଆଇଆଇସି ଜୟ ପ୍ରକାଶ ପରିଡ଼ାଙ୍କ ନିର୍ଦେଶକ୍ରମେ ଅଭିଯୁକ୍ତଙ୍କୁ ସଙ୍ଗେସଙ୍ଗେ ବାନ୍ଧିଥିଲା ପୋଲିସ। ଏ ସଂକ୍ରାନ୍ତରେ ପୋକସୋ ଆକ୍ଟ ରେ କେସ ନମ୍ବର 523/22 ରେ ଏକ ମାମଲା ରୁଜୁ କରାଯାଇ ଆସନ୍ତାକାଲି ଅଭିଯୁକ୍ତଙ୍କୁ ଭୁବନେଶ୍ୱର ପୋକସୋ କୋର୍ଟରେ ହାଜର କରାଯିବା ବୋଲି କହିଛନ୍ତି ଆଇଆଇସି ଶ୍ରୀ ପରିଡ଼ା।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026

ପଥଚାରୀ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

June 5, 2026
Latest News

ଆଫଗାନିସ୍ତାନକୁ ପରାସ୍ତ କଲେ ମଧ୍ୟ WTC ରେ ଲାଭବାନ ହେବ ନାହିଁ ଭାରତ: କାରଣ ଆଶ୍ଚର୍ଯ୍ୟଜନକ

June 7, 2026

ଝାଡ଼ପଡାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

INDIA ମେଣ୍ଟରୁ AAPର ଦୂରତା! ଦିଲ୍ଲୀ ବୈଠକ ପୂର୍ବରୁ ସଞ୍ଜୟ ସିଂହଙ୍କ ବଡ଼ ବୟାନ

June 7, 2026

ମାନପୁରରେ ବରିଷ୍ଠ ନାଗରିକ ସଂଘର ସାଧାରଣ ସଭା ଅନୁଷ୍ଠିତ

June 7, 2026

‘ମୁଖ୍ୟମନ୍ତ୍ରୀ ଟ୍ରଫି’ ଜରିଆରେ ଗ୍ରାମାଞ୍ଚଳରୁ ବଛାଯିବେ ଉଦୀୟମାନ ପ୍ରତିଭା

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.