Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନବାବ ମଲିକଙ୍କୁ ଝଟକା: ମିଳିଲାନି ଜାମିନ
ଅପରାଧ

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନବାବ ମଲିକଙ୍କୁ ଝଟକା: ମିଳିଲାନି ଜାମିନ

November 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ନବାବ ମଲିକଙ୍କ ଜାମିନ ଆବେଦନ ଉପରେ PMLA କୋର୍ଟ ଏହାର ରାୟ ଦେଇଛନ୍ତି। ନବାବ ମଲିକଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରିଛନ୍ତି। ଜଜ୍ ଏହି ଆଦେଶରେ କହିଛନ୍ତି ଯେ, କୁର୍ଲାର ଗୋଆୱାଲା କମ୍ପାଉଣ୍ଡର ମାଲିକ ମୁନିରା ପ୍ଲମ୍ବରଙ୍କ ବିବୃତ୍ତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅର୍ଥ ହେରଫେର ଅଭିଯୋଗରେ ଇଡି ଚଳିତ ବର୍ଷ ଫେବୃଆରୀ ୨୩ ତାରିଖରେ ନବାବ ମଲିକଙ୍କୁ ଗିରଫ କରିଥିଲା। ସେବେଠାରୁ ସେ ନ୍ୟାୟିକ ହେପାଜତରେ ଅଛନ୍ତି।

ନବାବ ମଲିକ ନ୍ୟାୟିକ ହେପାଜତରେ ଅଛନ୍ତି, କିନ୍ତୁ ଅସୁସ୍ଥତା ହେତୁ ସେ ବର୍ତ୍ତମାନ ମୁମ୍ବାଇର କୁର୍ଲାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଯେଉଁଠାରେ ତାଙ୍କୁ ଦୀର୍ଘ ସମୟ ଧରି ଆଡମିଶନ କରାଯାଇଛି। ନଭେମ୍ବର ୧୪ ତାରିଖରେ ଉଭୟ ପକ୍ଷର ଦୀର୍ଘ ଯୁକ୍ତି ଶୁଣିବା ପରେ ସ୍ୱତନ୍ତ୍ର ଜଜ୍ ଆର.ଏନ୍ ରୋକଡେ ମଲିକଙ୍କ ଜାମିନ ଆବେଦନ ଉପରେ ତାଙ୍କ ଆଦେଶ ସଂରକ୍ଷିତ ରଖିଥିଲେ।

ନଭେମ୍ବର ୨୪ ତାରିଖରେ ଏହାର ଆଦେଶ ଘୋଷଣା କରାଯିବ ବୋଲି କୋର୍ଟ ପୂର୍ବରୁ କହିଥିଲେ। ତେବେ ସେଦିନ କୋର୍ଟ ପ୍ରସ୍ତୁତ ହୋଇ ନ ଥିବାରୁ କୋର୍ଟ ଏହାକୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ। ମଲିକ ଜୁଲାଇରେ ସ୍ୱତନ୍ତ୍ର କୋର୍ଟରେ ନିୟମିତ ଜାମିନ ଆବେଦନ କରିଥିଲେ। ଅର୍ଥ ହେରଫେର ମାମଲାରେ ତାଙ୍କୁ କୋର୍ଟ ଚାଲାଣ କରିବାର କୌଣସି କାରଣ ନାହିଁ ବୋଲି ଏନସିପି ନେତା ଜାମିନ ମାଗିଛନ୍ତି।

PMLA କୋର୍ଟ ନବାବ ମଲିକ ପୂର୍ବତନ ମନ୍ତ୍ରୀ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026
Latest News

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.