Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜଟଣୀ: ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଅପରାଧ

ଜଟଣୀ: ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

November 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଟଣୀ: ଆଜି ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି। ସୂଚନା ମୁତାବକ ଜଟଣୀ ଥାନା ଲୋକୋ କଲୋନୀ ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଚାଲିଥିବା ଖବର ପାଇ ଜଟଣୀ ଅବକାରୀ ଅଧିକାରିଣୀ ଗୀତାଞ୍ଜଳି ବେହେରା ସଦଳବଳେ ଚଢ଼ାଉ କରି ଉକ୍ତ ସ୍ଥାନରୁ ମନୋଜ ନାୟକ (୩୨) ନାମକ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨୨ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି, ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୨୨ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଜଟଣୀ ଅବକାରୀ ବିଭାଗ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ କରି କୋର୍ଟଚାଲାଣ କରିଥିବାର ଜଣାପଡ଼ିଛି।

ଅବକାରୀ ବିଭାଗ ଜଟଣୀ ଥାନା ଜଣେ ଗିରଫ ବ୍ରାଉନସୁଗାର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ସାଇବର ଠକେଇ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

August 4, 2026

ନୂଆ ରୂପରେ ଓଡ୍ରାଫ୍‌

August 4, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026
Latest News

ସାଇବର ଠକେଇ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

August 4, 2026

ନୂଆ ରୂପରେ ଓଡ୍ରାଫ୍‌

August 4, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ହକି ବିଶ୍ୱକପ-୨୦୨୬: ଭାରତ ବନାମ ପାକିସ୍ତାନ ମ୍ୟାଚ୍ କେବେ?, ଦେଖନ୍ତୁ ପୂର୍ଣ୍ଣ କାର୍ଯ୍ୟସୂଚୀ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.