Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧାରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ: ତିନି ଗିରଫ
ଅପରାଧ

ଖୋର୍ଦ୍ଧାରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ: ତିନି ଗିରଫ

December 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ସକାଳେ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଖୋର୍ଦ୍ଧା-ଜଟଣୀ ବାଇପାସ ଠାରେ ଚଢ଼ାଉ କରି ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏସଟିଏଫ। ସୂଚନା ମୁତାବକ ଖୋର୍ଦ୍ଧା-ଜଟଣୀ ବାଇପାସ ଠାରେ ବଜ୍ରକାପ୍ତା ଚୋରା ଚାଲାଣ ଖବର ପାଇ ଖୋର୍ଦ୍ଧା ବନବିଭାଗର ସହଯୋଗରେ ଏସଟିଏଫ ଆଜି ସକାଳେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଏକ ଜୀବନ ବଜ୍ରକାପ୍ତା ସହ ଅନ୍ୟାନ୍ୟ ଆପତ୍ତିଜନକ ଜିନିଷଏସଟିଏଫ ଜବତ କରିଥିଲା।

ଏହି ମାମଲାରେ ତିନି ଜଣ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲ୍ଲା ବଡମ୍ବା ଥାନା ଅଞ୍ଚଳର ସାଧୁଚରଣ ମହାନ୍ତି, ବିଜୟ କୁମାର ପରିଡ଼ା ଏବଂ ରାୟଗଡା ଜିଲ୍ଲା ବି ନାରାୟଣପୁର ଥାନା ଅଞ୍ଚଳର କସ୍ତି କଡ଼ରକା।

ଜବତ ବଜ୍ରକାପ୍ତାକୁ ଖୋର୍ଦ୍ଧା ବନବିଭାଗକୁ ହସ୍ତାନ୍ତର କରାଯାଇଥିବା ବେଳେ ଗିରଫ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ କେସ ନମ୍ବର ୨୮/୨୨ ରେ ଏକ ମାମଲା ରୁଜୁ କରାଯାଇ ଖୋର୍ଦ୍ଧା ଏସଡ଼ିଜେଏମ କୋର୍ଟ ଚାଲାଣ କରାଯାଇଥିବାର ଏସଟିଏଫ ସୂଚନା ଦେଇଛି।

ଏସଟିଏଫ ଖୋର୍ଦ୍ଧା ଜୀବନ୍ତ ବଜ୍ରକାପ୍ତା ତିନି ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର  ଶୁଭାରମ୍ଭ

July 31, 2026

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026
Latest News

ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର  ଶୁଭାରମ୍ଭ

July 31, 2026

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026

ସଂସଦରେ ପାସ୍ ହେଲା ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍: ଭିଡିଓ ଜାରି କଲେ ପ୍ରଧାନମନ୍ତ୍ରୀ

July 31, 2026

ପଶ୍ଚିମ ଏସିଆ ପରିସ୍ଥିତିର ସମୀକ୍ଷା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିସିଏସ୍ ବୈଠକ

July 31, 2026

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.