Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧାରୁ ୮ ଲକ୍ଷ ଟଙ୍କାର ଧଳା ଜହର ଜବତ
ଅପରାଧ

ଖୋର୍ଦ୍ଧାରୁ ୮ ଲକ୍ଷ ଟଙ୍କାର ଧଳା ଜହର ଜବତ

December 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରୁ ୮ ଲକ୍ଷ ଟଙ୍କାର ଧଳା ଜହର ଜବତ

ଖୋର୍ଦ୍ଧା: ବର୍ତ୍ତମାନ ଖୋର୍ଦ୍ଧା ସହର ବ୍ରାଉନ ସୁଗାର କବଜାରେ ଥିବା ବେଳେ ଦିନକୁ ଦିନ ସହର ମଧ୍ୟରେ ଧଳା ଜହର ବେପାର ବଢ଼ିବାରେ ଲାଗିଛି l ପୋଲିସ, ଅବକାରୀ ଓ ଏସଟିଏଫ ପୃଥକ ଭାବେ ପ୍ରତିଦିନ ଲକ୍ଷ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରୁଥିବା ବେଳେ ଆଜି ପୁଣି ଅବକାରୀ ବିଭାଗ ୮ ଲକ୍ଷ ଟଙ୍କାର ଧଳା ଜହର ଖୋର୍ଦ୍ଧାରୁ ଜବତ କରିଛି।

ଖୋର୍ଦ୍ଧା ସରକାରୀ ଡାକ୍ତରଖାନା ନିକଟରେ ଖବର ପାଇ ଆଜି ମଧ୍ୟାହ୍ନରେ ଚଢ଼ାଉ କରିଥିଲା ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ। ଏସଆଇ ବି. ମନୋଜ କୁମାର ନେତୃତ୍ୱରେ ଏକ ଟିମ ସମ୍ପୃକ୍ତ ସ୍ଥାନରୁ 80 ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ଟାଉନ ଥାନା ନାରାୟଣୀ ନଗର ଅଞ୍ଚଳର ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକଙ୍କୁ ଗିରଫ କରିଛି। ଏହି ପରିପ୍ରେକ୍ଷୀରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଛି।

khordha Khordha Police ବ୍ରାଉନ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.