Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ପୋଲିସ ବାବୁ
ଅପରାଧ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ପୋଲିସ ବାବୁ

December 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଆଉ ଜଣେ ଥାନା ଅଧିକାରୀଙ୍କୁ ଭିଜିଲାନ୍ସ ଚଢାଉ କରିଛି। ଭୁବନେଶ୍ବରର ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର ଓ ନୟାଗଡ଼ର ୩ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି।

ଭୁବନେଶ୍ବରର ପାଇକନଗରରେ ଚାରି ମହଲା କୋଠା, ନୟାଗଡ଼ ଜିଲ୍ଲା ରଣପୁର ଥାନା ନଛିପୁରରେ ଥିବା ପୈତୃକ ବାସଭବନ ଓ ତମାଣ୍ଡୋ ଥାନାର ଅଫିସରେ ଏକକାଳୀନ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୩ଜଣ ଡିଏସପି, ୧୧ ଜଣ ଇନସିପେକ୍ଟର ଓ ୬ଜଣ ଏସ ଆଇ ସାମିଲ ଥିବା ଜଣାପଡିଛି।

ଆୟ ବହିର୍ଭୂତ ସମ୍ପତ୍ତି ତମାଣ୍ଡୋ ଥାନା ଭିଜିଲାନ୍ସ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.