Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିପୁଳ ପରିମାଣର ନକଲି ନୋଟ ଜବତ କଲା ଏସଟିଏଫ: ଜଣେ ଗିରଫ
ଅପରାଧ

ବିପୁଳ ପରିମାଣର ନକଲି ନୋଟ ଜବତ କଲା ଏସଟିଏଫ: ଜଣେ ଗିରଫ

December 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ: ନକଲି ନୋଟ କାରବାର ଅଭିଯୋଗରେ ଏସଟିଏଫ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସୂଚନା ମୁତାବକ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ରଥପଡା ଗ୍ରାମ ପାର୍ଶ୍ୱରେ ଗତକାଲି ସଂନ୍ଧ୍ୟାରେ ନକଲି ନୋଟ କାରବାର ଚାଲିଥିବାର ଖବର ପାଇ ଏସଟିଏଫ ସ୍ଥାନୀୟ ପୋଲିସର ସହାୟତାରେ ସମ୍ପୃକ୍ତ ସ୍ଥାନରେ ଚଢ଼ାଉ କରିଥିଲା।

ଚଢ଼ାଉ ବେଳେ ଦେବଗଡ଼ ଜିଲ୍ଲା କଚେରୀ ସାହି ଥାନା ଅଞ୍ଚଳର ଅଭିଯୁକ୍ତ ତୁଷାର କୁମାର ବିଶ୍ୱାଳ (୩୧) ଗିରଫ ହୋଇଥିବାବେଳେ ତାଙ୍କ ନିକଟରୁ ୧ ଲକ୍ଷ ୯୦ ହଜାର ୬୦୦ ଟଙ୍କାର ନକଲି ନୋଟ ଏବଂ ଅନ୍ୟାନ୍ୟ ଆପତ୍ତିଜନକ ଜିନିଷ ଜବତ କରିଛି ଏସଟିଏଫ।

ଏହି ପରିପ୍ରେକ୍ଷୀରେ ଢେଙ୍କାନାଳ ସଦର ଥାନାରେ କେସ ନମ୍ବର ୬୫୮/୨୨ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରିରହିଛି।

ଏସଟିଏଫ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଏସୀୟ କ୍ରୀଡ଼ା: ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ, ଜାଣନ୍ତୁ କେବେ?

September 21, 2026

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026
Latest News

୨୦୨୬ ଏସୀୟ କ୍ରୀଡ଼ା: ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ, ଜାଣନ୍ତୁ କେବେ?

September 21, 2026

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.