Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କାଶ୍ମୀରୀ ପଣ୍ଡିତଙ୍କ ହତ୍ୟାର ପ୍ରତିଶୋଧ ନେଲା ସୁରକ୍ଷା ବାହିନୀ!, ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ
ଅପରାଧ

କାଶ୍ମୀରୀ ପଣ୍ଡିତଙ୍କ ହତ୍ୟାର ପ୍ରତିଶୋଧ ନେଲା ସୁରକ୍ଷା ବାହିନୀ!, ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

December 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଆଜି ସକାଳେ ଜମ୍ମୁ କାଶ୍ମୀରର ଶୋପିଆନ୍ ଜିଲ୍ଲାର ମୁଞ୍ଜ ମାର୍ଗରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ତିନି ଜଣ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ଲଶ୍କର-ଏ-ତୋଇବା ଆତଙ୍କବାଦୀ ସଂଗଠନର ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ଏଡିଜିପି କାଶ୍ମୀର ସୂଚନା ଦେଇଛି। ନିହତ ହୋଇଥିବା ତିନି ଆତଙ୍କବାଦୀଙ୍କ ମଧ୍ୟରୁ ଦୁଇଜଣଙ୍କ ନାମ ଶୋପିୟାନର ଲତିଫ ଲୋନ ଏବଂ ଅନନ୍ତନାଗର ଉମର ନାଜିର ବୋଲି ଜଣାପଡିଛି।

କାଶ୍ମୀରୀ ପଣ୍ଡିତ ପୁରାଣ କୃଷ୍ଣ ଭଟଙ୍କ ହତ୍ୟାରେ ଲତିଫ ଲୋନ ଏବଂ ନେପାଳର ତିଲ ବାହାଦୂର ଥାପାଙ୍କ ହତ୍ୟାରେ ଉମର ନାଜିର ସମ୍ପୃକ୍ତ ଥିଲେ। ଆତଙ୍କବାଦୀଙ୍କ ନିକଟରୁ ଏକ ଏକେ୪୭ ରାଇଫଲ ଏବଂ ୨ ପିସ୍ତଲ ଉଦ୍ଧାର କରାଯାଇଛି।

ଆତଙ୍କବାଦୀ ନିହତ ଏନକାଉଣ୍ଟର କାଶ୍ମୀରୀ ପଣ୍ଡିତ ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.