Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ଦେଶୀ ମଦ ବୋଝେଇ ଅଟୋ ଜବତ, ଜଣେ ଗିରଫ
ଅପରାଧ

ବାଣପୁର: ଦେଶୀ ମଦ ବୋଝେଇ ଅଟୋ ଜବତ, ଜଣେ ଗିରଫ

December 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ବାଲୁଗାଁ ଅବକାରୀ ବିଭାଗ ବାଣପୁର ଥାନା ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରୁ ଏକ ଦେଶୀ ମଦ ବୋଝେଇ ଯାତ୍ରୀବାହି ଅଟୋ ଜବତ କରିବା ସହ ଅଟୋ ଚାଳକଙ୍କୁ ଗିରଫ କରିଛି। ଏ ନେଇ ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେଣ ସୂଚନା ଦେଇଛନ୍ତି।

ସୂଚନା ମୁତାବକ ଆଜି ପୂର୍ବାହ୍ନରେ ବାଲୁଗାଁ ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ବେଳେ ସାନସିରେଇପୁର ଫରେଷ୍ଟ ବିଟ ହାଉସ ନିକଟରେ ଏକ ଯାତ୍ରୀବାହି ଅଟୋଟି ଆସୁଥିବା ବେଳେ ସନ୍ଦେହ ହେବାରୁ ଅବକାରୀ ବିଭାଗ ଏହାର ତାଲାସି ନେଇଥିଲା। ତାଲାସି ବେଳେ ଅଟୋରୁ ୨୩୦ ଲିଟର ଦେଶୀ ମଦ ଜବତ ହୋଇଥିବା ବେଳେ ଅଭିଯୁକ୍ତ ଅଟୋ ଚାଳକ ରଞ୍ଜନ ସାହୁଙ୍କୁ ଗିରଫ କରିଛି ଅବକାରୀ ବିଭାଗ।

ଏହି ପରିପ୍ରେକ୍ଷୀରେ ଅଭିଯୁକ୍ତଙ୍କ ବିରୋଧରେ ପିଆର ନମ୍ବର ୧୩୫/୨୨-୨୩ ରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ସୂଚନା ଦେଇଛନ୍ତି ଅବକାରୀ ଅଧିକାରୀ ଶ୍ରୀ ଦଣ୍ଡସେଣ।

ଜଣେ ଗିରଫ ଦେଶୀ ମଦ ବାଣପୁର ବାଲୁଗାଁ ଅବକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026
Latest News

ଅକ୍ଟୋବର ୧୭ ପର୍ଯ୍ୟନ୍ତ ସାଉଦି ଆରବକୁ ବିମାନସେବା ସ୍ଥଗିତ

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.