Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ବିଷ ପିଇ ଆତ୍ମହତ୍ୟା କଲେ ବୃଦ୍ଧା, ପୋଲିସର ତଦନ୍ତ ଜାରି
ଅପରାଧ

ବାଣପୁର: ବିଷ ପିଇ ଆତ୍ମହତ୍ୟା କଲେ ବୃଦ୍ଧା, ପୋଲିସର ତଦନ୍ତ ଜାରି

December 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ବିଂଝଳା ଗ୍ରାମରେ ଜଣେ ବୃଦ୍ଧା ବିଷ ପିଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି। ପୋଲିସର ସୂଚନା ମୁତାବକ ଉକ୍ତ ଗ୍ରାମର ଗୋଲି ଭାରିମଲ୍ଲ (୭୦) ନାମ୍ନୀ ଜଣେ ବୃଦ୍ଧା ଆଜି ମଧ୍ୟାହ୍ନରେ କୌଣସି କାରଣ ବଶତଃ ଘରେ ବିଷ ପିଇ ଦେଇଥିଲେ। ପରିବାରବର୍ଗ ଏହ ଜାଣିଲା ପରେ ସଙ୍ଗେସଙ୍ଗେ ଗୋଲିଙ୍କୁ ଟାଙ୍ଗୀ ମେଡିକାଲ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ଗମ୍ଭାରୀମୁଣ୍ଡା ବିଟ ହାଉସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବାଣପୁର ଥାନାରେ କେସ ନମ୍ବର ୩୬/୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଦେଇଛନ୍ତି।

ବାଣପୁର ବିଂଝଳା ଗ୍ରାମ ବିଷ ପିଇ ଆତ୍ମହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ଭୁବନେଶ୍ୱରରେ କାର୍‌ର ସିରିଜ୍ ଦୁର୍ଘଟଣା, ୭ ବାଇକ୍‌କୁ ଧକ୍କା; ୩ ଆହତ

October 12, 2026

ମହଙ୍ଗା ପଡ଼ିଲା ଜନ୍ତୁ ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା: ଅଭିଯୁକ୍ତ ଗିରଫ

October 11, 2026

ବସ୍ କଣ୍ଡକ୍ଟରକୁ ମାରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

October 11, 2026
Latest News

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.