Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ରାତିରେ ଘରୁ କଳାକନା ବୁଲାଇଲେ ଦୁର୍ବୁତ୍ତ, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ
ଅପରାଧ

ବାଣପୁର: ରାତିରେ ଘରୁ କଳାକନା ବୁଲାଇଲେ ଦୁର୍ବୁତ୍ତ, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ

December 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବିଂଝଳା ଗ୍ରାମରେ ଗତକଲି ରାତିରେ ଏକ ଚୋରି ହୋଇଥିବାର ଖବର ହସ୍ତଗତ ହୋଇଛି। ପୋଲିସ ସୂଚନା ମୁତାବକ ଉକ୍ତ ଗ୍ରାମର ସୁଶାନ୍ତ ସ୍ୱାଇଁ ଏବଂ ତାଙ୍କ ପତ୍ନୀ ସୌନ୍ଦର୍ଯ୍ୟା ଲକ୍ଷ୍ମୀ ସ୍ୱାଇଁ ଗତକାଲି କୌଣସି ବ୍ୟକ୍ତିଗତ କାର୍ଯ୍ୟରେ ଘର ତାଲା ପକାଇ କଟକ ଯାଇଥିବା ବେଳେ ଆଜି ସକାଳେ ଗ୍ରାମକୁ ଫେରିଥିଲେ।

ତେବେ ଘର ଖୋଲିବା ପାଇଁ ଉଦ୍ୟତ ହେଲା ବେଳକୁ ଘର ତାଲା ଭାଙ୍ଗିଥିବାର ଦେଖିବାକୁ ପାଇଥିଲେ ଦମ୍ପତି। ଭିତରକୁ ଯାଇ ଦେଖିଲା ବେଳକୁ ଦୁର୍ବୁତ୍ତ ମାନେ ଘରୁ ବହୁ ମୂଲ୍ୟବାନ ଜିନିଷ ଚୋରି କରିଦେଇଥିବାର ଦେଖିବାକୁ ପାଇଥିଲେ।

ଅଭିଯୋଗ ମୁତାବକ ସୁଶାନ୍ତଙ୍କ ଘରୁ କିଛି ସ୍ଵର୍ଣ୍ଣ ଅଳଙ୍କାର ଏବଂ ୫୦ ହଜାର ନକଦ ଟଙ୍କା ଲୁଟ ହୋଇଛି। ଏ ନେଇ ବାଣପୁର ଥାନାରେ ସୌନ୍ଦର୍ଯ୍ୟା ଅଭିଯୋଗ କଲାପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଦେଇଛି।

ଅଳଙ୍କାର ଲୁଟ ବାଣପୁର ବାଣପୁର ଥାନା ବିଂଝଳା ଗ୍ରାମ
Share. Facebook Twitter LinkedIn Email WhatsApp Copy Link

Related Posts

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନ ଦୋଷୀ ସାବ୍ୟସ୍ତ

July 13, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଡ୍ରାଇଭରକୁ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗରେ ଯୁବକ କୋର୍ଟ ଚାଲାଣ

July 13, 2026
Latest News

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ୍ ସମ୍ମିଳନୀରେ ଯୋଗଦେଲେ ପ୍ରଭାତୀ ପରିଡ଼ା

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.