Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରଣପୁର: ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ, ୫ ଗୁରୁତର
ଅପରାଧ

ରଣପୁର: ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ, ୫ ଗୁରୁତର

December 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅଧିନସ୍ଥ ରାଙ୍କଦେଉଳି ପଞ୍ଚାୟତ ଖଳିପାଟଣା ଗ୍ରାମରେ ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ରାଜନୈତିକ ଦଳ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡିଛି। ଏହି ସଂଘର୍ଷରେ ୫ ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସା ହେଉଥିବା ଜଣାପଡିଛି।  ସେମାନେ ହେଲେ ଖଳିପାଟଣା ଗ୍ରାମର ରବିନ୍ଦ୍ର ସାହୁ, ପ୍ରଶାନ୍ତ ପରିଡା, ଶଙ୍କର୍ଷଣ ସାହୁ, ସୁଶାନ୍ତ ପରିଡା, ପ୍ରଦ୍ୟୁମ୍ନ ସାହୁ।

ସୂଚନା ଅନୁସାରେ ଉକ୍ତ ଗ୍ରାମରେ ପୂର୍ବରୁ ରାଜନୈତିକ ବିବାଦ ରହିଥିଲା। ଯାହାକୁ ନେଇ ଗତକାଲି ଉଭୟ ଗୋଷ୍ଠୀ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପରେ ଏହି ଯୁକ୍ତିତର୍କ ଉଗ୍ରରୂପ ନେଇଥିଲା। ଏହି ସଂଘର୍ଷରେ ୫ ଜଣ ଗୁରୁତର ଭାବେ ଆହତ ହୋଇ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଏହି ଘଟଣାର ତଦନ୍ତ ଜାରି ରହିଛି ବୋଲି ରଣପୁର ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

ରଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026
Latest News

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.