Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନୀ ଡଙ୍ଗାରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ସହିତ ୩୦୦ କୋଟି ମୂଲ୍ୟର ଡ୍ରଗ୍ସ ଜବତ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନୀ ଡଙ୍ଗାରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ସହିତ ୩୦୦ କୋଟି ମୂଲ୍ୟର ଡ୍ରଗ୍ସ ଜବତ

December 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁଜୁରାଟରେ, ଭାରତୀୟ ତଟରକ୍ଷୀ ବାହିନୀ ଏଟିଏସର ଇନପୁଟ୍ ଆଧାରରେ ଏକ ପାକିସ୍ତାନୀ ଡଙ୍ଗାକୁ ଅଟକାଇଛନ୍ତି। ଏହି ଡଙ୍ଗାରେ ୧୦ ଜଣ ପାକିସ୍ତାନୀ ଥିଲେ। ଆଇସିଜି ଏହି ଡଙ୍ଗାରୁ ୪୦ କିଲୋଗ୍ରାମ ଡ୍ରଗ୍ସ ସହିତ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରିଛି। ଏହି ଡ୍ରଗ୍ସର ମୂଲ୍ୟ ୩୦୦ କୋଟି ଟଙ୍କା ବୋଲି ଆକଳନ କରାଯାଇଛି। ଆଇସିଜି କହିଛି ଯେ, ଏହି ଅପରେସନ୍ ଡିସେମ୍ବର୨୫ ତାରିଖ ଏବଂ ୨୬ ତାରିଖ ରାତିରେ କରାଯାଇଥିଲା।

ଆଇସିଜି ଅଧିକାରୀ କହିଛନ୍ତି ଯେ, ଏକ ପାକିସ୍ତାନୀ ଡଙ୍ଗା ଭାରତୀୟ ଅଞ୍ଚଳରେ ପ୍ରବେଶ କରୁଥିବାର ଗୁଜୁରାଟ ଏଟିଏସକୁ ସୂଚନା ମିଳିଥିଲା। ଏହା ପରେ ଡିସେମ୍ମ୍ବର ୨୫ ତାରିଖ ଏବଂ ୨୬ ତାରିଖ ରାତିରେ ଏକ ଅପରେସନ୍ କରାଯାଇଥିଲା, ଯେଉଁଥିରେ ଆଇଜିସି ଏହାର ଜାହାଜ ଅରିଞ୍ଜୟକୁ ପାକିସ୍ତାନ ସହିତ ସାମୁଦ୍ରିକ ସୀମାରେ ନିୟୋଜିତ କରିଥିଲା।

ଏହା ପରେ ଅଲ ସୋହେଲି ନାମକ ଏକ ପାକିସ୍ତାନୀ ମତ୍ସ୍ୟଜୀବୀ ଡଙ୍ଗାକୁ ଅଟକାଯାଇଇଥିଲା। ଯେତେବେଳେ ଯାଞ୍ଚ କରାଯାଇଥିଲା, ସେଥିରୁ ଅସ୍ତ୍ରଶସ୍ତ୍ର, ଗୁଳି ଏବଂ ୪୦କିଲୋଗ୍ରାମ ନିଶା ସାମଗ୍ରୀ ଜବତ କରାଯାଇଥିଲା। ଯାହାର ମୂଲ୍ୟ ୩୦୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଇଛି।

ଡ୍ରଗ୍ସ ଜବତ ପାକିସ୍ତାନୀ ଡଙ୍ଗା ଭାରତୀୟ ତଟରକ୍ଷୀ ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.