Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ୫-ଟି ବିଦ୍ୟାଳୟରୁ କଳାକନା ବୁଲାଇଲେ ଦୁର୍ବୁତ୍ତ, ହଜାର ହଜାର ଟଙ୍କାର ଖେଳ ସାମଗ୍ରୀ ଲୁଟ୍
ଅପରାଧ

ବାଣପୁର: ୫-ଟି ବିଦ୍ୟାଳୟରୁ କଳାକନା ବୁଲାଇଲେ ଦୁର୍ବୁତ୍ତ, ହଜାର ହଜାର ଟଙ୍କାର ଖେଳ ସାମଗ୍ରୀ ଲୁଟ୍

January 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଶୀତକାଳୀନ ଛୁଟି ଚାଲିଥିବା ବେଳେ ୫-ଟି ବିଦ୍ୟାଳୟରୁ ଦୁର୍ବୁତ୍ତମାନେ କଳାକନା ବୁଲାଇଛନ୍ତି। ଦୁର୍ବୃତ୍ତମାନେ ହଜାର ହଜାର ଟଙ୍କାର ଖେଳ ସାମଗ୍ରୀ ଲୁଟି ନେଇଯାଇଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏହି ଘଟଣା ଘଟିଛି।

ନିକଟରେ ଉକ୍ତ ବିଦ୍ୟାଳୟ ୫-ଟି ରେ ସାମିଲ ହୋଇଥିବା ବେଳେ ଏହାର ଉନ୍ନତି ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ତେବେ ଗତ ସପ୍ତାହରେ ଏକ୍ସ ମାସ ଛୁଟି ଚାଲିଥିବା ବେଳେ ଆଜି ବିଦ୍ୟାଳୟ ଖୋଲିଥିଲା। ବିଦ୍ୟାଳୟ ଖୋଲିବା ମାତ୍ରେ କର୍ତ୍ତୃପକ୍ଷ ଜାଣିବାକୁ ପାଇଥିଲେ ଯେ, କେହି ଦୁର୍ବୁତ୍ତ ବିଦ୍ୟାଳୟର କ୍ରୀଡା ସାମଗ୍ରୀ ରଖାଯାଇଥିବା ଘରର ଝରକା ଭାଙ୍ଗି ବହୁ କ୍ରୀଡା ସାମଗ୍ରୀ ଚୋରି କରି ନେଇଯାଇଛି।

ତେବେ ୫-ଟି ବିଦ୍ୟାଳୟରୁ ଚୋରି ହେବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି। ଏ ନେଇ ଆଜି ଅପରାହ୍ନରେ ବିଦ୍ୟାଳୟ ପକ୍ଷରୁ ବାଣପୁର ଥାନାରେ ଲିଖିତ ଅଭିଯୋଗ ଦିଆଯାଇଛି।

ସୂଚନା ଥାଉକି ପୂର୍ବରୁ ମଧ୍ୟ ଉକ୍ତ ବିଦ୍ୟାଳୟରୁ ସମାନ ଢଙ୍ଗରେ ଏକ ଚୋରି ହୋଇଥିବାର ଅଭିଯୋଗ ହୋଇଥିଲା, ଯେତେବେଳେ ୫-ଟି ଉନ୍ନୟନ କାର୍ଯ୍ୟ ଜାରି ରହିଥିଲା।

ତେବେ ୫-ଟି ବିଦ୍ୟାଳୟରୁ ସିସିଟିଭି ଓ ଜଗୁଆଳି ଥାଇ ମଧ୍ୟ କିପରି ଚୋରି ହେଉଛି ଏବଂ କର୍ତ୍ତୃପକ୍ଷ ଜାଣିପାରୁନାହାନ୍ତି, ତାହା ଏକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାଇତ୍ୱହୀନତା ଲାଗି ସରକାରଙ୍କ ୫-ଟି ବିଦ୍ୟାଳୟରୁ ବାରମ୍ବାର ଚୋରି ହେଉଥିବାର ସାଧାରଣରେ ଅଭିଯୋଗ ହେଉଛି।

ଗମ୍ଭାରୀମୁଣ୍ଡା ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Latest News

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.