Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବସ୍-ଟ୍ରକ୍ ଭୀଷଣ ଟକ୍କର: ୪ ମୃତ, ୨୪ ରୁ ଅଧିକ ଆହତ
ଅପରାଧ

ବସ୍-ଟ୍ରକ୍ ଭୀଷଣ ଟକ୍କର: ୪ ମୃତ, ୨୪ ରୁ ଅଧିକ ଆହତ

January 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ସଡ଼କ ଦୁର୍ଘଟଣାର ହୃଦୟ ବିଦାରକ ଖବର ରାଜସ୍ଥାନର ଯୋଧପୁରରୁ ଆସୁଛି। ଯୋଧପୁର ଠାରୁ ୪୦ କିଲୋମିଟର ଦୂରରେ ମଥାନିଆ ଅଞ୍ଚଳରେ ଏକ ଟ୍ରକ୍ ଏବଂ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହିତ ୨୪ ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା ଖବର ରହିଛି।

ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ଦୁର୍ଘଟଣାର ଶିକାର ହୋଇଥିବା ଟ୍ରକ ଫଲୋଦିରୁ ଆସୁଥିଲା ଏବଂ ଘରୋଇ ଯାତ୍ରୀବାହୀ ବସ୍ ଯୋଧପୁରରୁ ଲୋହାୱାଟ ଅଭିମୁଖେ ଯାଉଥିଲା। ମଥାନିଆ ପୋଲିସ ଷ୍ଟେସନ ଅନ୍ତର୍ଗତ ରାଜପଥରେ ଉଭୟ ଗାଡି ମୁହାଁମୁହିଁ ଧକ୍କା ହୋଇଥିଲେ, ଯେଉଁଥିପାଇଁ ଏହି ଭୟଙ୍କର ଦୁର୍ଘଟଣା ଘଟିଥିଲା।

ବର୍ତ୍ତମାନ ଦୁର୍ଘଟଣାରେ ପୀଡିତଙ୍କ ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଗାଡିରେ ଭର୍ତ୍ତି କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରମାନେ ଗୁରୁତର ଆହତ ଲୋକଙ୍କୁ ଯୋଧପୁରକୁ ପଠାଇଛନ୍ତି।

ବସ୍-ଟ୍ରକ୍ ଯୋଧପୁର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.