Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଡିମ୍ପଲ ଯାଦବଙ୍କ ଉପରେ ଅଶ୍ଳୀଳ ମନ୍ତବ୍ୟ ମାମଲା, ବିଜେପି ନେତାଙ୍କ ଉପରେ ହେବ ବଡ କାର୍ଯ୍ୟାନୁଷ୍ଠାନ!
ଅପରାଧ

ଡିମ୍ପଲ ଯାଦବଙ୍କ ଉପରେ ଅଶ୍ଳୀଳ ମନ୍ତବ୍ୟ ମାମଲା, ବିଜେପି ନେତାଙ୍କ ଉପରେ ହେବ ବଡ କାର୍ଯ୍ୟାନୁଷ୍ଠାନ!

January 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ଏବଂ ବିଜେପି ନେତାଙ୍କ ମଧ୍ୟରେ ଟ୍ୱିଟର ଯୁଦ୍ଧ ଏବେ ବିବାଦକୁ ଆସିଛି। ପ୍ରଥମେ ରବିବାର ଦିନ ଲକ୍ଷ୍ନୌ ପୋଲିସ ସମାଜବାଦୀ ପାର୍ଟି ମିଡିଆ ସେଲର ମୁଖ୍ୟ ମନୀଷ ଜଗନ ଅଗ୍ରୱାଲଙ୍କୁ ଗିରଫ କରିଥିଲା। ଏହା ପରେ ଅଖିଳେଶ ଯାଦବ ନିଜେ ପୋଲିସ ମୁଖ୍ୟାଳୟରେ ପହଞ୍ଚିଥିଲେ। ଏବେ ବିଜେପି ନେତା ରିଚା ରାଜପୁତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।

ୟୁପିର ବିଜେପି ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀ କହିଛନ୍ତି ଯେ, ରିଚା ରାଜପୁତଙ୍କ ଉପରେ ମଧ୍ୟ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଇଟି ଆକ୍ଟ ଅନୁଯାୟୀ ଯାହା ପଦକ୍ଷେପ ନିଆଯିବା ଉଚିତ୍ ତାହା କରାଯିବ। କିନ୍ତୁ ଅଖିଳେଶ ଯାଦବ ଅରାଜକତା ଠାରୁ ଦୂରେଇ ରହିବା ଉଚିତ୍। ଏଠାରେ ସମସ୍ତେ ଆଇନଗତ କାର୍ଯ୍ୟ ଉପରେ ବିଶ୍ୱାସ କରନ୍ତି। ଏହି ସମୟରେ ସେ ଏସପି ମୁଖ୍ୟଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଅଖିଳେଶ ଯାଦବ ପରିବାରିବାଦ ଠାରୁ ଆଗକୁ ବଢିପାରନ୍ତି ନାହିଁ, ସେ ଯାହା ବି କରନ୍ତୁ, ଜନତା କେବେ ତାଙ୍କ ସହିତ ଆସିବେ ନାହିଁ।

ଅଖିଳେଶ ଯାଦବ ଉତ୍ତରପ୍ରଦେଶ ଡିମ୍ପଲ ଯାଦବ ବିଜେପି ନେତା ସମାଜବାଦୀ ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.