Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଇମ୍ରାନ ଖାନଙ୍କ ବିରୋଧରେ ୱାରେଣ୍ଟ ଜାରି: ଯେକୌଣସି ସମୟରେ ହୋଇପାରନ୍ତି ଗିରଫ
ଅନ୍ତରାଷ୍ଟ୍ରୀୟ

ଇମ୍ରାନ ଖାନଙ୍କ ବିରୋଧରେ ୱାରେଣ୍ଟ ଜାରି: ଯେକୌଣସି ସମୟରେ ହୋଇପାରନ୍ତି ଗିରଫ

January 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନର ତେହେରିକ-ଇ-ଇନସାଫ ପାର୍ଟିର ସଭାପତି ଇମ୍ରାନ ଖାନଙ୍କ ବିରୋଧରେ ୱାରେଣ୍ଟ ଜାରି କରାଯାଇଛି। ଇମ୍ରାନ ଖାନଙ୍କ ସହ ଅସଦ ଉମର, ଫୱାଦ ଚୌଧୁରୀଙ୍କ ବିରୋଧରେ ୱାରେଣ୍ଟ ମଧ୍ୟ ଜାରି କରାଯାଇଛି। ଏହି ୱାରେଣ୍ଟକୁ ପାକିସ୍ତାନର ନିର୍ବାଚନ ଆୟୋଗର ଚାରି ଜଣିଆ ଖଣ୍ଡପୀଠ ଜାରି କରିଛି।

ଅବମାନନା ମାମଲାରେ ଇମ୍ରାନ ଖାନଙ୍କୁ ଏହି ଗିରଫ ୱାରେଣ୍ଟ ଜାରି କରାଯାଇଛି। ଏହି ମାମଲାର ଶୁଣାଣି ବେଳେ ନିସାର ଦୁରାନୀଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ଖଣ୍ଡପୀଠ ଏହାର ରାୟ ଦେଇଛନ୍ତି। ବର୍ତ୍ତମାନ ମାମଲାର ଶୁଣାଣି ଜାନୁଆରୀ ୧୭ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ନିର୍ବାଚନ ଆୟୋଗ ଗତ ବର୍ଷ ବରିଷ୍ଠ ପିଟିଆଇ ନେତାମାନଙ୍କୁ ମାନହାନୀ ନୋଟିସ ଜାରି କରିଥିଲେ।

ନିର୍ବାଚନ ଆୟୋଗ କହିଛନ୍ତି ,ଯେ ଇମ୍ରାନ ଖାନ ଏବଂ ପିଟିଆଇର ବଡ ନେତାମାନେ ସେମାନଙ୍କ ରାଲିରେ ଏବଂ ଗଣମାଧ୍ୟମରେ ନିର୍ବାଚନ ଆୟୋଗ ଏବଂ ଏହାର ଅଧ୍ୟକ୍ଷଙ୍କ ବିଷୟରେ ଅତ୍ୟନ୍ତ ଅପମାନଜନକ କଥା କହିଛନ୍ତି। ଏହି ମାମଲାରେ ଛାଡ ଦେବାକୁ ପିଟିଆଇ ନେତାମାନେ ଅନୁରୋଧ କରିଥିଲେ ମଧ୍ୟ ଆୟୋଗ ସେମାନଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ଜାନୁଆରୀ ୧୭ ତାରିଖରେ ସମସ୍ତ ନେତାଙ୍କୁ ହାଜର ହେବାକୁ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ଆୟୋଗ ଜାନୁୟାରୀ ୩ ତାରିଖ ପର୍ଯ୍ୟନ୍ତ ନିଜ ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ।

ଇମ୍ରାନ ଖାନ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ୱାରେଣ୍ଟ ଜାରି
Share. Facebook Twitter LinkedIn Email WhatsApp Copy Link

Related Posts

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026
Latest News

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.