Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ରହ୍ମପୁର: ଆଙ୍କୁଲି ହାଇସ୍କୁଲ ଛକରେ ଗୋଷ୍ଠୀ ସଂଘର୍ଷ
ଅପରାଧ

ବ୍ରହ୍ମପୁର: ଆଙ୍କୁଲି ହାଇସ୍କୁଲ ଛକରେ ଗୋଷ୍ଠୀ ସଂଘର୍ଷ

January 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁର ଆଙ୍କୁଲି ହାଇସ୍କୁଲ ଛକରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଖବର ହସ୍ତଗତ ହୋଇଛି। ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ହାଇସ୍କୁଲ ଛକରେ ନିକଟସ୍ଥ ପଣ୍ଡା କଲୋନୀର କିଛି ଯୁବକ ଓ ଆଙ୍କୁଲିର କିଛି ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଯେଉଁଥିରେ ଅନେକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଭୟଙ୍କୁ ବୁଝାସୁଝା କରିବା ସହ ଘଟଣାସ୍ଥଳରୁ ଗୋଟିଏ ମଟରସାଇକେଲ ଓ କାତି ଜବତ୍ କରିଛି। ଏହି ମାମଲାରେ କିଛି ଯୁବକଙ୍କୁ ମଧ୍ୟ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ଗୋଷ୍ଠୀ ସଂଘର୍ଷ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.