Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ: ଚୋରି ମାମଲାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ସାମଗ୍ରୀ ଜବତ
ଅପରାଧ

ବାଲୁଗାଁ: ଚୋରି ମାମଲାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ସାମଗ୍ରୀ ଜବତ

January 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ବାଲୁଗାଁ ତଥା ଆଖପାଖ ଅଞ୍ଚଳରେ ଦିନକୁଦିନ ଚୋରି, ରାହଜାନୀ ବଢ଼ିବାରେ ଲାଗିଛି। ଯାହାକି ଗତକାଲି ଅପରାହ୍ନରେ ବାଲୁଗାଁ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚୋରି ସାମଗ୍ରୀ ଜବତ କରିଛି।

ସୂଚନା ମୁତାବକ ଗତକାଲି ବାଲୁଗାଁ ଥାନା ଅଞ୍ଚଳର ମେଘନାଦ ମହାରଣାଙ୍କ ଘରୁ ଲାପଟପ ଏବଂ ୧୦୦୦ଟଙ୍କା ଚୋରି ହେଇଥିବା ନେଇ ସେ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୋଲିସ ପକ୍ଷରୁ ସର୍ଚ୍ଚ ମିଶନ ଜାରିରହିଥିବା ବେଳେ ବାଣପୁର ଅଞ୍ଚଳରୁ ଜଣେ ଅଭିଯୁକ୍ତଙ୍କୁ ଧରି ଜେରା କରିବାରୁ ତାଙ୍କ ନିକଟରୁ ଚୋରି ହୋଇଥିବା ଲାପଟପ ସହ ୧୦୦୦ ଟଙ୍କା ଜବତ କରାଯାଇଛି।

ଅଭିଯୁକ୍ତଙ୍କ ବିରୁଦ୍ଧରେ କେଶ ନଂ ୧୧/୨୦୨୩ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି। ଏଥିସହିତ ଅଧିକ ଅନୁସନ୍ଧାନ ପାଇଁ ଅଭିଯୁକ୍ତଙ୍କ ନାମ ଗୋପନ ରଖାଯାଇଥିବା ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ କହିଛନ୍ତି।

ଚୋରି ସାମଗ୍ରୀ ଜବତ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଡକାୟତି ଉଦ୍ୟମ ପଣ୍ଡ: ବହୁ ମାରଣାସ୍ତ୍ର ଓ ହାତ ବୋମା ଜବତ, ୫ ଗିରଫ

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026

ଛେଳି ପଲ ସହ ଗାଁକୁ ଚାଲିଆସିଲା ହରିଣ ଛୁଆ

September 29, 2026

କଠୁଆରେ CISF ଯବାନଙ୍କ ମଧ୍ୟରେ ଗୁଳିବିନିମୟ: ୪ ମୃତ

September 29, 2026
Latest News

ବିଭିନ୍ନ ସ୍ଥାନରେ ଓଡ଼ିଶା ବନ୍ଦ, ଟାୟାର ଜାଳି ରାସ୍ତା ଅବରୋଧ

September 30, 2026

ତୀରନ୍ଦାଜୀରେ ଭାରତକୁ ତୃତୀୟ ‘ସ୍ୱର୍ଣ୍ଣ’: ଚୀନକୁ ପରାସ୍ତ କଲେ ସାହିଲ, କୁଶଲ ଏବଂ ଗଣେଶ 

September 30, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ସୁପ୍ରିମ୍ କୋର୍ଟଙ୍କ ଝଟ୍‌କା, ହଟିଲା ଅନ୍ତରୀଣ ସୁରକ୍ଷା

September 30, 2026

ଇଣ୍ଡିଆ ମେଣ୍ଟ ବୈଠକରେ କେଉଁ ଦଳ ଯୋଗ ଦେଲେ?: ସମ୍ପୂର୍ଣ୍ଣ ତାଲିକା ଜାରି କଲା କଂଗ୍ରେସ

September 30, 2026

ଆଜି ଭାରତ ବନାମ ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ପାଣିପାଗ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.