Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନିରାକାରପୁରରୁ ବ୍ରାଉନ ସୁଗାର ଜବତ, ୩ ବେପାରୀ ଗିରଫ
ଅପରାଧ

ନିରାକାରପୁରରୁ ବ୍ରାଉନ ସୁଗାର ଜବତ, ୩ ବେପାରୀ ଗିରଫ

January 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ବଢିଚାଲିଛି ବ୍ରାଉନସୁଗାର କାରବାର। ବ୍ରାଉନସୁଗାର କାରବାରକୁ ରୋକିବା ପାଇଁ ପୋଲିସ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ ମଧ୍ୟ କରୁଛି। ଏହି ଚଢାଉରେ ଅନେକ ବେପାରୀଙ୍କୁ ଗିରଫ କରାଯାଉଥିଲେ ସୁଦ୍ଧା ସେମାନଙ୍କ ଉପରେ କିଛି ପ୍ରଭାବ ପଡୁନାହିଁ।

ବେପାରୀ ମାନେ ଏବେ ଖୋର୍ଦ୍ଧା ସହର ଛାଡି ଗାଁ ଗହଳିରେ ବେପାର ଆରମ୍ଭ କରିଦେଇଥିବା ଦେଖାଯାଉଛି। ସେହିଭଳି ଆଜି ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ଛକ ପାନ୍ଥିକା ରାସ୍ତାରୁ ୩ଜଣ ବ୍ରାଉନସୁଗାର ବେପାରିକୁ ନିରାକାରପୁର ପୋଲିସ ଧରିଛି। ବେପାରୀ ମାନଙ୍କ ନିକଟରୁ ୧୭ ଗ୍ରାମ ବ୍ରାଉନ ସୁଗାର ୬୮ଗ୍ରାମ ତରଳ ସୁନା,୧୭୩୦ ଟଙ୍କା ଦୁଇଟି ମୋଟର ସାଇକେଲ ଜବତ।

ଗିରଫ ବେପାରୀ ମାନେ ହେଲେ ଜଂକିଆ ଥାନା ଅନ୍ତର୍ଗତ ମାନସ ବଳବନ୍ତରାୟ, ନୟାଗଡ଼ର ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ବେଗୁନିଆର ଆର୍ଯ୍ୟନ ନାୟକ। ଗିରଫ ବେପାରୀ ମାନଙ୍କ ନାମରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି।

ନିରାକାରପୁର ବେପାରୀ ଗିରଫ ବ୍ରାଉନ ସୁଗାର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ନାଗ ପଞ୍ଚମୀ: ଜାଣନ୍ତୁ ଏହି ପୂଜା କ’ଣ ଏବଂ ଏହାର ବିଧିବିଧାନ?

August 17, 2026

ସାଂସଦ ଅଫଜଲ ଅନସାରୀଙ୍କୁ ବଡ଼ ଆଶ୍ୱସ୍ତି: ୧୨ କୋଟିର ଜବତ ସମ୍ପତ୍ତି ମୁକ୍ତ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

August 17, 2026

OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା

August 17, 2026

‘ଅତ୍ୟନ୍ତ ଭାବପ୍ରବଣ ଥିଲା’: ଦଳରୁ ଇସ୍ତଫା ପରେ ବିଜେପି ମୁଖପାତ୍ର ଶହଜାଦ ପୁନାୱାଲା

August 17, 2026
Latest News

ଆଜି ହେଉଛି ନାଗ ପଞ୍ଚମୀ: ଜାଣନ୍ତୁ ଏହି ପୂଜା କ’ଣ ଏବଂ ଏହାର ବିଧିବିଧାନ?

August 17, 2026

ସାଂସଦ ଅଫଜଲ ଅନସାରୀଙ୍କୁ ବଡ଼ ଆଶ୍ୱସ୍ତି: ୧୨ କୋଟିର ଜବତ ସମ୍ପତ୍ତି ମୁକ୍ତ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

August 17, 2026

OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା

August 17, 2026

‘ଅତ୍ୟନ୍ତ ଭାବପ୍ରବଣ ଥିଲା’: ଦଳରୁ ଇସ୍ତଫା ପରେ ବିଜେପି ମୁଖପାତ୍ର ଶହଜାଦ ପୁନାୱାଲା

August 17, 2026

UGC-NET ପୁନଃପରୀକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ: ଟାର୍ଗେଟ କଲେ ରାହୁଲ ଗାନ୍ଧୀ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.