Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ: ହସ୍ପିଟାଲରେ ଭର୍ତ୍ତି
ଅପରାଧ

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ: ହସ୍ପିଟାଲରେ ଭର୍ତ୍ତି

January 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ ହୋଇଛି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନନଗର ଗାନ୍ଧି ଛକରେ ଗୁଳିମାଡ଼ ହୋଇଛି। ଆଜି ମନ୍ତ୍ରୀ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ସମୟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ନବ ଦାସଙ୍କ ଛାତିରେ ଗୁଳି ବାଜିତିଥିବା ସୂଚନା ରହିଛି।
ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହସ୍ପିଟାଲରେ ଭର୍ତ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Latest News

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.