Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା : ବାଘମାରୀ ଥାନା ଅଞ୍ଚଳରୁ ଲକ୍ଷାଧିକ ମୂଲ୍ୟର ବ୍ରାଉନ ସୁଗାର ଜବତ, ୩ ଗିରଫ
ଅପରାଧ

ଖୋର୍ଦ୍ଧା : ବାଘମାରୀ ଥାନା ଅଞ୍ଚଳରୁ ଲକ୍ଷାଧିକ ମୂଲ୍ୟର ବ୍ରାଉନ ସୁଗାର ଜବତ, ୩ ଗିରଫ

January 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା : ବାଘମାରୀ ଥାନା ଅଞ୍ଚଳରୁ ଲକ୍ଷାଧିକ ମୂଲ୍ୟର ବ୍ରାଉନ ସୁଗାର ଜବତ, ୩ ଗିରଫ

ଖୋର୍ଦ୍ଧା: କିଛି ଦିନର ବିରତି ପରେ ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅଞ୍ଚଳରୁ ପୁଣି ଜବତ ହୋଇଛି ବ୍ରାଉନ ସୁଗାର। ସୂଚନା ମୁତାବକ ଖୋର୍ଦ୍ଧା ଏସପିଙ୍କ ନିର୍ଦେଶକ୍ରମେ ଏବଂ ଏସଡ଼ିପିଓ ଓ ଆଇଆଇସି ଙ୍କ ତତ୍ୱାବଧାନ ରେ ଏକ ଟିମ ବାଘମାରି ଥାନା ପୋଡ଼ାଡିହ ଗ୍ରାମ ମା ମଙ୍ଗଳା ମନ୍ଦିର ନିକଟରେ ଚଢ଼ାଉ କରିଥିଲେ।

ଏହି ଚଢାଉରେ ୧୫.୭୧ ଗ୍ରାମ ବ୍ରାଉନ ସୁଗାର(ଆନୁମାନିକ ମୂଲ୍ୟ ୧ ଲକ୍ଷ ୫୭ ହଜାର ଟଙ୍କା), ଗୋଟାଏ ବାଇକ, ୩ ଗୋଟି ମୋବଇଲ ଫୋନ ଏବଂ ନକଦ ୭୯୦ ଟଙ୍କା ଜବତ କରିଥିବା ବେଳେ ଅଭିଯୁକ୍ତ ବିଜୟ ପ୍ରଧାନ (୩୨), ବସିର ଖାନ(୨୮) ଏବଂ ମନସୁର ଖାନ(୪୨) ଙ୍କୁ ଗିରଫ କରିଛି ।

ଗିରଫ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନୀୟମ ଅନୁଯାୟୀ କେସ ନମ୍ବର ୧୭/୨୩ ରେ ମାମଲା ରୁଜୁ କରାଯାଇଛି କୋର୍ଟଚାଲାଣ କରାଯାଇଥିବାର ଆଇଆଇସି ପ୍ରଜ୍ଞା ରିତମ୍ଭରା କର କହିଛନ୍ତି ।

ବ୍ରାଉନ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.