Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନବ ଦାସ ହତ୍ୟାର ତଦନ୍ତ ତଦାରଖ କରିବେ ପୂର୍ବତନ ବିଚାରପତି ଜଷ୍ଟିସ ଜେ ପି ଦାସ
ଅପରାଧ

ନବ ଦାସ ହତ୍ୟାର ତଦନ୍ତ ତଦାରଖ କରିବେ ପୂର୍ବତନ ବିଚାରପତି ଜଷ୍ଟିସ ଜେ ପି ଦାସ

February 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବ ଦାସ ହତ୍ୟାର ତଦନ୍ତ ତଦାରଖ କରିବେ ପୂର୍ବତନ ବିଚାରପତି ଜଷ୍ଟିସ ଜେ ପି ଦାସ

ଭୁବନେଶ୍ବର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ମାମଲାରେ ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଜେ ପି ଦାସ ତଦନ୍ତ ତଦାରଖ କରିବେ। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର ରାଜ୍ୟ ସରକାରଙ୍କୁ ଚିଠି ଦେଇ ଅବଗତ କରାଇଛନ୍ତି।

ପୂର୍ବରୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ  ନବ ଦାସ ହତ୍ୟା ମାମଲାରେ ତଦନ୍ତ ତଦାରଖ ପାଇଁ ଚିଠି ଲେଖି ଅନୁରୋଧ କରାଯାଇଥିଲା। ଏଥିରେ ତଦନ୍ତ ଦାୟିତ୍ବ ଜଣେ କାର୍ଯ୍ୟରତ ବିଚାରପତି କିମ୍ବା ଜଣେ ଅବରସରପ୍ରାପ୍ତ ବିଚାରପତି କିମ୍ବା ଜଣେ ଜିଲ୍ଲା ଜଜଙ୍କୁ ତଦନ୍ତର ତଦାରଖ ଦାୟିତ୍ବ ପ୍ରଦାନ କରାଯାଉ ବୋଲି ଅନୁରୋଧ କରାଯାଇ ଥିଲା।

ସରକାର କହିଥିଲେ,ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା । ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ସଂପୃକ୍ତି ରହିଛି । ଏଣୁ ତଦନ୍ତରେ ସର୍ବୋଚ୍ଚ ସ୍ବଚ୍ଛତା ଆଣିବା ନିହାତି  ଆବଶ୍ୟକ। ସେଥିପାଇଁ ଏହାର ତଦାରଖ କରିବା ପାଇଁ ଜଣେ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଉ ବୋଲି ଅନୁରୋଧ କରାଯାଇଥିଲା।

ନବ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026
Latest News

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.