Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦୁର୍ଘଟଣାରେ ପୂର୍ବତନ ବିଧାୟକ ଅର୍ଜ୍ଜୁନ ଚରଣ ଦାସଙ୍କ ପରଲୋକ
ଅପରାଧ

ଦୁର୍ଘଟଣାରେ ପୂର୍ବତନ ବିଧାୟକ ଅର୍ଜ୍ଜୁନ ଚରଣ ଦାସଙ୍କ ପରଲୋକ

February 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Accident
ପୂର୍ବତନ ବିଧାୟକ ଅର୍ଜ୍ଜୁନ ଚରଣ ଦାସଙ୍କ ଦୁର୍ଘଟଣାରେ ପରଲୋକ

ଯାଜପୁର: ସଡକ ଦୁର୍ଘଟଣାରେ ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ପରଲୋକ ଘଟିଛି। ଆଜି ସକାଳେ ଗାଡି ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିବାର ଜଣାପଡିଛି। ସେ ଏକ ବାଇକରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ଏକ ହାଇଓ୍ବା ତାଙ୍କ ଉପରେ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି।

ଅର୍ଜ୍ଜୁନ ଚରଣ ବିଂଝାରପୁର ନିର୍ବାଚନ ମଣ୍ଡଳୀରେ ୧୯୯୫ରୁ ୨୦୦୦ ଯାଏ କଂଗ୍ରେସ ଦଳରୁ ବିଧାୟକ ଥିଲେ। ଏବେ ସେ କିଛିଦନ ତଳେ ବିଆରଏସ ପାର୍ଟିରେ ସାମିଲ ହୋଇଥିଲେ। ସେ ହେଉଛନ୍ତି ଯାଜପୁର ପୂର୍ବତନ ସାଂସଦ ଅନାଦି ଚରଣ ଦାସଙ୍କ ପୁଅ। ତାଙ୍କ ବିୟୋଗରେ ଯାଜପୁର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।

 

Share. Facebook Twitter LinkedIn Email WhatsApp Copy Link

Related Posts

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026

ମହିଳା ବାଇକ ଚାଳକଙ୍କୁ ଗାଡ଼ି ଚଢ଼ାଇବା ମାମଲା: ରାଜସ୍ଥାନରୁ କାର୍ ଡ୍ରାଇଭର ଗିରଫ

September 15, 2026
Latest News

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026

ଜେଡିୟୁ ଏବଂ ଚିରାଗ ପାସୱାନଙ୍କ ପରେ ଏବେ ୟୁସିସି ଉପରେ ପ୍ରତିକ୍ରିୟା ପ୍ରକାଶ କଲା ଟିଡିପି

September 15, 2026

ମହିଳା ବାଇକ ଚାଳକଙ୍କୁ ଗାଡ଼ି ଚଢ଼ାଇବା ମାମଲା: ରାଜସ୍ଥାନରୁ କାର୍ ଡ୍ରାଇଭର ଗିରଫ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.