Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ୮ ଲକ୍ଷ ମୂଲ୍ୟର ବ୍ରାଉନ ସୁଗାର ଜବତ, ଦୁଇ ଗିରଫ
ଅପରାଧ

ଖୋର୍ଦ୍ଧା: ୮ ଲକ୍ଷ ମୂଲ୍ୟର ବ୍ରାଉନ ସୁଗାର ଜବତ, ଦୁଇ ଗିରଫ

February 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଟାଉନ ଥାନା ଅନ୍ତର୍ଗତ ଦୁଇ ଗୋଟି ସ୍ଥାନରେ ଚଢ଼ାଉ କରି ୮୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି, ଯାହାର ମୂଲ୍ୟ ୮ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି।

ସୂଚନା ମୁତାବକ ଜିଲ୍ଲା ଅବକାରୀ ମୋବାଇଲ ଇନ୍ସପେକ୍ଟର ନୀଳିମା ଜୟନ୍ତୀ ସ୍ୱାଇଁ ଏବଂ ସବ ଇନ୍ସପେକ୍ଟର ବି ମନୋଜ କୁମାର ଖୋର୍ଦ୍ଧା ନୂଆ ବସ ଷ୍ଟାଣ୍ଡ ଏବଂ ହାବେଳୀ ପଡିଆରେ ଚଢାଉ କରି ୮୦ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ଦୁଇ ଅଭିଯୁକ୍ତ ଲୋକନାଥ ରାହୁଲ (୧୯) ଏବଂ ରାହୁଲ ନାୟକ (୧୯) ଙ୍କୁ ଗିରଫ କରିଛନ୍ତି। ଉଭୟଙ୍କ ବିରୁଦ୍ଧରେ ଜିଲ୍ଲା ଅବକାରୀ ମୋବାଇଲ ଦୁଇ ଗୋଟି ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।

ଖୋର୍ଦ୍ଧା ଦୁଇ ଗିରଫ ବ୍ରାଉନ ସୁଗାର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026
Latest News

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.