Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆତଙ୍କରାଜ ଅଭିଯୋଗରେ ୭ ଗିରଫ ଓ ମାରଣାସ୍ତ୍ର ଜବତ
ଅପରାଧ

ଆତଙ୍କରାଜ ଅଭିଯୋଗରେ ୭ ଗିରଫ ଓ ମାରଣାସ୍ତ୍ର ଜବତ

February 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟରେ ଗଣ୍ଡଗୋଳ ଓ ଆତଙ୍କରାଜ ଅଭିଯୋଗରେ ୭ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗୋଳନ୍ଥରା ପୋଲିସ ହଳଦିଆପଦର ଗୋଷାଣୀ ନୁଆଁଗାଁ ଅଞ୍ଚଳରୁ ୭ ଜଣ ଯୁବକକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ମାରଣାସ୍ତ୍ର ଜବତ କରିଛି। ମାରଣାସ୍ତ୍ର ମଧ୍ୟରେ ଗୋଟିଏ ବନ୍ଧୁକ, ୩ଟି ଖଣ୍ଡା ଓ ଗୋଟିଏ ଲୁହା ଛଡ଼ ପୋଲିସ ଜବତ କରିଛି।

କନିଷି ହାଟର ସୁଜାତା ପାତ୍ରଙ୍କ ଏତଲା ଅନୁଯାୟୀ ମାମଲା ନଂ ୬୭/୨୩ ଓ ସିହଳା ରୋଡ଼ ର ପ୍ରଦୀପ ଦଳବେହେରାଙ୍କ ମାଁ ଙ୍କ ଏତଲା ଅନୁଯାୟୀ ମାମଲା ନଂ ୬୬/୨୩ ରେ ଅଭିଯୁକ୍ତ ପ୍ରଦୀପ ବାଡତ୍ୟା, ଚନ୍ଦନ ସେଠୀ, ଶିଶିର ଦାସ, କିରଣ ବେହେରା, ଅମୀୟ ରଂଜନ ପଟ୍ଟନାୟକ, ସମୀର ସାହୁ ଓ ସଦାନନ୍ଦ ଦାସ ନାମରେ ୭ ଜଣ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ଗିରଫ ମାରଣାସ୍ତ୍ର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Latest News

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.