Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: କ୍ୟାବିନ ପୋଡ଼ି ଅଭିଯୋଗରେ ଦୁଇ ଅଭିଯୁକ୍ତ ଗିରଫ
ଅପରାଧ

ବାଣପୁର: କ୍ୟାବିନ ପୋଡ଼ି ଅଭିଯୋଗରେ ଦୁଇ ଅଭିଯୁକ୍ତ ଗିରଫ

February 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ କ୍ୟାବିନ ପୋଡ଼ି ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଖବର ମୁତାବକ ସୋମବାର ବଡ଼ି ଭୋରରେ ଅଭିଯୁକ୍ତ ଶୁଭେନ୍ଦୁ ମହାପାତ୍ର ଏବଂ ସଚ୍ଚି ମିଶ୍ର କୁମାରାଙ୍ଗ ଛକ ରୋଡ ସାଇଡରେ ଅବସ୍ଥିତ ଏକ କ୍ୟାବିନକୁ କୌଣସି କାରଣବଶତଃ ନିଆଁ ଲଗାଇଦେଇଥିଲେ।

ତେବେ ନିଆଁ ବ୍ୟାପିବା ଭୟରେ ପଡିଶା ମାଟି ଘରେ ବାସ କରୁଥିବା ଗୋବିନ୍ଦ ଚନ୍ଦ୍ର ପାତ୍ର ଏହାକୁ ବିରୋଧ କରିବା ସହ କ୍ୟାବିନ ମାଲିକ ଶିଶିର ମିଶ୍ରଙ୍କୁ ସୂଚନା ଦେଇଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଅଭିଯୁକ୍ତମାନେ ପୁନର୍ବାର ଅପରାହ୍ନରେ ଗୋବିନ୍ଦ ଏବଂ ତାଙ୍କ ପରିବାରବର୍ଗ ଙ୍କୁ ଆକ୍ରମଣ କରିଥିଲେ।

ଏ ନେଇ ବାଣପୁର ଥାନାରେ ଶିଶିରଙ୍କ ପତ୍ନୀ ସନ୍ଧ୍ୟାରାଣୀ ମିଶ୍ର ଏବଂ ଆହତ ଗୋବିନ୍ଦଙ୍କ ପକ୍ଷରୁ ପୃଥକ ପୃଥକ ଭାବେ ଦୁଇ ଗୋଟି ଏତଲା ଦିଆଯାଇଥିବା ବେଳେ ପୋଲିସ କେସ ନମ୍ବର ୬୬/୨୩ ରେ ଏକ ମାମଲା ରୁଜୁ କରି ଆଜି ଉଭୟ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ଏଏସଆଇ ଲକ୍ଷ୍ମୀଧର ପଣ୍ଡା ଉକ୍ତ ମାମଲାର ତଦନ୍ତକାରୀ ଅଧିକାରୀ ଅଛନ୍ତି।

ଅଭିଯୁକ୍ତ ଗିରଫ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ସୁଖବୀର ବାଦଲଙ୍କୁ ଆକ୍ରମଣ ପରେ ହରସିମରତ କୌର ବାଦଲଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 13, 2026

ନାନ୍ଦେଡ଼ର ଗୁରୁଦ୍ୱାରା ମାତା ସାହିବ କୌରରେ ସୁଖବୀର ସିଂହ ବାଦଲଙ୍କୁ ଆକ୍ରମଣ

August 13, 2026
Latest News

ମାଥିଲି ଆଇ.ଟି.ଆଇ.ରେ ଇଭି ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ଶିଳ୍ପ ମନ୍ତ୍ରୀ

August 14, 2026

ବାଂଲାଦେଶ ଗସ୍ତ କରିବ କି ଟିମ୍ ଇଣ୍ଡିଆ?: ବିସିସିଆଇ ଜାରି କଲା ଅପଡେଟ୍‌

August 14, 2026

ଶକ୍ତି ବିଭାଗର ବିଭିନ୍ନ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 14, 2026

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

August 14, 2026

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.