Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅଜଣା ଗାଡି ଧକ୍କାରେ ଏକ୍ସାଇଜ୍ କନେଷ୍ଟବଳଙ୍କ ମୃତ୍ୟୁ
ଅପରାଧ

ଅଜଣା ଗାଡି ଧକ୍କାରେ ଏକ୍ସାଇଜ୍ କନେଷ୍ଟବଳଙ୍କ ମୃତ୍ୟୁ

February 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ରେଢାଖୋଲ ଚାରମାଳ ମଦଭାଟି ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ କନେଷ୍ଟବଳଙ୍କର ଅକାଳ ବିୟୋଗ ଘଟିଛି।

ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ରେଢାଖୋଲ ସବ୍ ଡିଭିଜନ୍ ଚାରମାଳ ଥାନାର ମଦଭାଟି ସାମ୍ନାରେ ରେଢାଖୋଲ କୁକୁଡାବାହାଳି ପଂଚାୟତର ସାନ ନୂଆପଡା ଗ୍ରାମର ଦିଲ୍ଲୀପ୍ କୁମାର ସ୍ୱାଇଁ (୪୦)ନିଜ ଘରୁ ସମ୍ବଲପୁର ଡ୍ୟୁଟିକୁ ଯାଉଥିଲେ। ସକାଳ ୧୦ ଘଟିକା ସମୟରେ ଏକ ଅଜଣା ଗାଡି ମୃତ ଦିଲୀପ କୁ ଧକ୍କା ଦେଇ ଫେରାର୍ ହୋଇଯାଇଥିଲା। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସେ ସମ୍ବଲପୁରରେ ଏକସାଇଜ୍ କନେଷ୍ଟ ବଳ ଭାବରେ କାମ କରୁଥିଲେ। ଚାରମାଳ ପୋଲିସ୍ ଘଟଣା ସ୍ଥଳରେ ପହଂଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଦୁର୍ଘଟଣା କରି ଫେରାର୍‌୍ ଥିବା ଗାଡି କୁ ପୋଲିସ୍ ଧରିବାରେ ବିଫଳ ହୋଇଥିଲା।

ସୂଚନା ଯୋଗ୍ୟ ଯେ, ୨୦୧୩ ରେ ବାପା ବୀରବର ସ୍ୱାଇଁ ଙ୍କର ବାଇକ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ମୃତକର ୪ ବର୍ଷ ଏବଂ ୪ ମାସର ଦୁଇଟି ଶିଶୁପତ୍ର ଥିବା ଜଣା ପଡିଛି।

ଅକାଳ ବିୟୋଗ ଚାରମାଳ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Latest News

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.