Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସାମ୍ବାଦିକଙ୍କୁ ଆକ୍ରମଣ ମାମଲା: ସରକାରୀ କର୍ମଚାରୀଙ୍କୁ ଗିରଫ ଦାବି କଲା କଳାହାଣ୍ଡି ସାମ୍ବାଦିକ ସଂଘ
ଅପରାଧ

ସାମ୍ବାଦିକଙ୍କୁ ଆକ୍ରମଣ ମାମଲା: ସରକାରୀ କର୍ମଚାରୀଙ୍କୁ ଗିରଫ ଦାବି କଲା କଳାହାଣ୍ଡି ସାମ୍ବାଦିକ ସଂଘ

February 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି: କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ବରାଡଙ୍ଗା ପଞ୍ଚାୟତ ଜନଶୁନାଣି କାର୍ଯ୍ୟକ୍ରମ ଖବର ସଂଗ୍ରହ କରି ବାକୁ ଯାଇଥିବା ଦୈନିକ ସମାଜ ଖବର କାଗଜ ପ୍ରତିନିଧି କିସାନ ପଟ୍ଟନାୟକଙ୍କୁ ବରାଡଙ୍ଗା ପଞ୍ଚାୟତ ନିର୍ବାହୀ ଅଧିକାରୀ ଶତିସ କୁମାର ରଥ ମାତାଲ ଅବସ୍ଥାରେ ଅସଭ୍ୟ ଭାଷାରେ ଗଲିଗୁଲଜ କରି ମୋବଇଲ୍ ଛଡାଇ ଭାଙ୍ଗି ଦେବା ସହ ଆକ୍ରମଣ କରିଥିଲେ। ସାମ୍ବଦିକ ଜଣକ ଏ ବିଷୟରେ ଅମପାଣି ଥାନାରେ ରିପୋର୍ଟ ଦାଖଲ କରିଥିଲେ। ଦୁଇ ଦିନ ବିତି ଯାଇ ଥିଲେ ମଧ୍ୟ କୋଣସି ପଦକ୍ଷେପ ନ ହେବାରୁ ଓଡିଶା ରାଜ୍ୟ ସାମ୍ୱାଦିକ ସଂଘ (ଏସ ୟୁ ଯେ) ଉପସଭାପତି ଦୁଷ୍ମନ୍ତ କୁମାର ପଣ୍ଡା ଏବଂ କଳାହାଣ୍ଡି ଜିଲ୍ଲା ସାମ୍ୱାଦିକ ସଂଘ ସଭାପତି ମହମ୍ମଦ ଅଲ୍ଲୀଙ୍କ ନେତୃତ୍ୱରେ ଜିଲ୍ଲା ସାଧାରଣ ସମ୍ପାଦକ ଜଗମୋହନ୍ ପଟ୍ଟନାୟକ, ଜିଲ୍ଲା କାର୍ଯକାରିଣୀ ସଭ୍ୟ ଚକ୍ର ବେସ୍ରା, ରଘୁମଣି ପୁଝାରି, ଜଗଦୀଶ ନାଏକ, ରଜନୀ କାନ୍ତ ଛ୍ହତ୍ରିଆ, ହର୍ସବର୍ଧନ୍ ପାଣିଗ୍ରାହୀ, ପରମାନନ୍ଦ ଛତ୍ରିଆ, ବାସୁଦେବ ଛତ୍ରିଆ, ଜୟରାମ, ତ୍ରିକୋକ୍ୟ ବେସ୍ରା, ହରିହର ଛ୍ହତ୍ରିଆ, ବିଜୟ ପଣ୍ଡା ପ୍ରମୁଖ ଆମପାନି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ଙ୍କୁ କଳାହାଣ୍ଡି ଏସପି ଓ ଡି ଜି ପି ଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।

ସାମ୍ବାଦିକଙ୍କୁ ଆକ୍ରମଣ କରିଥିବା ମଦ୍ୟପ ଅଧିକାରୀଙ୍କ ବିରୁଦ୍ଧ ରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ସଂଘ ତତଫରୁ ଦାବୀ କରଯାଇଥିଲା। ଗ୍ରାମାଞ୍ଚଳ ରେ କାର୍ଯ୍ୟରତ ସାମ୍ବାଦିକ ମାନଂକ ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ କରଯାଇଥିଲା। କଲାହାଣ୍ଡି ସାମ୍ୱାଦିକ ସଂଘ ସର୍ବଦା ସାମ୍ୱାଦିକ ମାନଙ୍କ ମାନ ସମ୍ମାନ ଓ ସ୍ବାଭିମାନ ରକ୍ଷା ପ୍ରତି ସର୍ବଦା ରହିଛି ଓ ଆଗାମୀ ଦିନରେ ମଧ୍ୟ ରହିବ ବୋଲି ମତ ପ୍ରକାଶ ପାଇଥିଲା।

କଳାହାଣ୍ଡି କାର୍ଯ୍ୟରତ ସାମ୍ବାଦିକ କୋକସରା ବ୍ଲକ ଗିରଫ ଦାବି ସରକାରୀ କର୍ମଚାରୀ ସାମ୍ବାଦିକ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026
Latest News

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.