Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବେଆଇନ ବାଣ ତିଆରି ସ୍ଥାନରେ ଚଢ଼ାଉ କଲା ବାଣପୁର ପୋଲିସ, ପ୍ରଚୁର ପରିମାଣର ବିସ୍ପୋରକ ସାମଗ୍ରୀ ଜବତ
ଅପରାଧ

ବେଆଇନ ବାଣ ତିଆରି ସ୍ଥାନରେ ଚଢ଼ାଉ କଲା ବାଣପୁର ପୋଲିସ, ପ୍ରଚୁର ପରିମାଣର ବିସ୍ପୋରକ ସାମଗ୍ରୀ ଜବତ

March 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଗତକାଲି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଠାରେ ଘଟିଥିବା ବାଣ ବିସ୍ଫୋରଣରେ ଅଦ୍ୟାବଧି ୫ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହା ପରେ ସତର୍କ ହୋଇଛି ଜିଲ୍ଲା ପ୍ରଶାସନ। ଜିଲ୍ଲାର ସମସ୍ତ ଅଞ୍ଚଳରେ ବେଆଇନ ବାଣ ଦୋକାନ ତଥା ବାଣ ତିଆରି କେନ୍ଦ୍ର ଗୁଡିକରେ ଛାପା ମାରୁଛି ପୋଲିସ ଓ ପ୍ରଶାସନ।

ଏହି ପରିପ୍ରେକ୍ଷୀରେ ଗତକାଲି ବାଣପୁର ଆଇଆଇସି ଜୟ ପ୍ରକାଶ ପରିଡ଼ାଙ୍କ ନେତୃତ୍ୱରେ ବିଭିନ୍ନ ବାଣ ତିଆରି ସ୍ଥାନରେ ଚଢ଼ାଉ କରାଯାଇଥିବା ବେଳେ ଆଙ୍କୁଲାପଦର ଗ୍ରାମର ଏକ ଘରୁ ପ୍ରଚୁର ପରିମାଣର ବାଣ ତିଆରି ସାମଗ୍ରୀ ଜବତ କରିଛି ପୋଲିସ। ତେବେ ଘର ମାଲିକ ଫେରାର ହୋଇଯାଇଥିବା ବେଳେ ପୋଲିସ କେସ ନମ୍ବର ୯୮/୨୩ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରିବା ପାଇଁ ଚେଷ୍ଟା ଜାରି ରଖିଛି।

ଅପରପକ୍ଷେ ଉକ୍ତ ଅଘଟଣକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ବାଣପୁର ଐତିହାସିକ ପଞ୍ଚଦୋଳ ଯାତ୍ରା ପାଇଁ ଆଜି ପୂର୍ବାହ୍ନରେ ଜିଲ୍ଲା ପ୍ରଶାସନ ଓ ପଞ୍ଚଦୋଳ କମିଟିର ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026
Latest News

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଆଜି ସେମିଫାଇନାଲ ପାଇଁ ମହା ଲଢେଇ: ଜାଣନ୍ତୁ ଭାରତ ବନାମ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କାହାର ପଲ୍ଲା ଭାରି?

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.