Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସାଲେଭଟା ଅଂଚଳରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଫେରାର୍
ଅପରାଧ

ସାଲେଭଟା ଅଂଚଳରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଫେରାର୍

March 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ନାକଟିଦେଉଳ ଥାନା ସାଲେଭଟା ପଞ୍ଚାୟତ ଅଂଚଳର ଜଣେ ଅବିବାହିତା ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ନାକଟିଦେଉଳ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ଅପରାହ୍ନରେ ଯୁବତୀ ଜଣଙ୍କ ଘରଠାରୁ କିଛି ଦୂରକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଯୁବକ ଆସି ଯୁବତୀ ଜଣଙ୍କୁ ମାଡ ମାରିବା ସହ ଦୁଷ୍କର୍ମ କରିଥିବା ନେଇ ମଙ୍ଗଳବାର ଦିନ ନାକଟିଦେଉଳ ଥାନାରେ ଲିଖିତ ଅଭିଯୋଗ ହୋଇଛି।

ତେବେ ଯୁବକ ଜଣଙ୍କ କିସିଣ୍ଡା ଥାନା ଅନ୍ତର୍ଗତ କେଲୋ ବଂଜାଗୋଳା ଗ୍ରାମର ବୋଲି ସୂଚନା ମିଳିଛି। ନାକଟିଦେଉଳ ଥାନା ଅଧିକାରୀ କୃପା ବାଗଙ୍କୁ ପଚାରିବାରୁ ଦୁଷ୍କର୍ମ ଅଭିଯୋଗ ହୋଇଛି ହେଲେ ପୁଲିସ୍ ପକ୍ଷରୁ ତଦନ୍ତ ଚାଲିଛି। ଅଭିଯୁକ୍ତ ଗିରଫ ପରେ ସଂପୂର୍ଣ୍ଣ ଘଟଣାର ସୂଚନା ପ୍ରକାଶ କରାଯିବ ବୋଲି ସେ କହିଛନ୍ତି।

ଦୁଷ୍କର୍ମ ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳାଙ୍କ ଶରୀରରୁ ସଫଳତାର ସହ ବଡ଼ ଟ୍ୟୁମରକୁ ବାହାର କଲେ ଏମ୍ସ ଡାକ୍ତର

June 7, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026
Latest News

ମହିଳାଙ୍କ ଶରୀରରୁ ସଫଳତାର ସହ ବଡ଼ ଟ୍ୟୁମରକୁ ବାହାର କଲେ ଏମ୍ସ ଡାକ୍ତର

June 7, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ବିସ୍ତୃତ ରାଶିଫଳ: ଜୁନ ୭ ତାରିଖ ରବିବାରରେ ୭ଟି ରାଶି ଉପରେ ମା’ ଲକ୍ଷ୍ମୀଙ୍କ ରହିଛି ଆର୍ଶିବାଦ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.