Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଫୁଲଟା ଗ୍ରାମରେ ବୋମାମାଡ ଘଟଣାରେ ୫ ଯୁବକ ଗିରଫ
ଅପରାଧ

ଫୁଲଟା ଗ୍ରାମରେ ବୋମାମାଡ ଘଟଣାରେ ୫ ଯୁବକ ଗିରଫ

March 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁର ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗ୍ରାମରେ ଗତ କାଲି ସନ୍ଧ୍ୟାରେ ମନ୍ଦିର କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ମନ୍ଦିର କମିଟି କର୍ମକର୍ତ୍ତା ଓ କିଛି ଯୁବକଙ୍କ ମଧ୍ୟରେ କଳି ଝଗଡ଼ା ଓ ମାରପିଟ୍ ଘଟଣା ଯୋଗୁଁ ବୈଠକ ବାତିଲ ହୋଇଥିଲା। କିନ୍ତୁ ରାତିରେ କିଛି ଯୁବକ ଗାଁ କମିଟିର ସଭାପତି ସତ୍ୟନାରାୟଣ ପ୍ରଧାନ ଓ ଭଦ୍ର ବ୍ୟକ୍ତି ରାମଚନ୍ଦ୍ର ଶାସମଲଙ୍କ ଘର ଉପରକୁ ବୋମାମାଡ କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଥିବା ବେଳେ କିଛି ଯୁବକ ପୋଲିସକୁ ଆକ୍ରମଣ ଉଦ୍ୟମ କରିଥିଲେ। କୌଶଳକ୍ରମେ ପୋଲିସ ୫ ଜଣ ଯୁବକ ଯଥା ପିଙ୍କୁ ପ୍ରଧାନ, ପପୁ ପ୍ରଧାନ, ଗଗନ ଶାସମଲ, ଲିଙ୍ଗରାଜ ଶାସମଲ ଓ ଗଣେଶ ଚର୍ଚି ପ୍ରମୁଖ ପୋଲିସ ହାତରେ ଧରାପଡ଼ିଥିଲେ। ଏଥି ସହିତ ପୋଲିସ ଅନୁସନ୍ଧାନ କରି ୪ ଟି ଜୀବନ୍ତ ବୋମା ଓ କିଛି ସରଞ୍ଜାମ ଜବତ କରିଛନ୍ତି। ଅଟକ ଥିବା ଥିବା ଯୁବକମାନଙ୍କୁ ପୋଲିସ ଆଜି କୋର୍ଟ ଚାଲାଣ କରିଛନ୍ତି।

ଗିରଫ ଫୁଲଟା ଗ୍ରାମ ବୋମାମାଡ଼
Share. Facebook Twitter LinkedIn Email WhatsApp Copy Link

Related Posts

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026
Latest News

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.