Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଯୁବତୀଙ୍କୁ ଆକ୍ରମଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ଗିରଫ କଲା ନାକଟିଦେଉଳ ପୋଲିସ୍
ଅପରାଧ

ଯୁବତୀଙ୍କୁ ଆକ୍ରମଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ଗିରଫ କଲା ନାକଟିଦେଉଳ ପୋଲିସ୍

March 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

କନ୍ଦର୍ପ ବେହେରା
ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଅନ୍ତର୍ଗତ ସାଲେଭଟ୍ଟା ପଞ୍ଚାୟତ ଅନ୍ତର୍ଗତ ଵୁଢାକଟା ଗ୍ରାମର ଜନୈକା ଯୁବତୀଙ୍କୁ ଦୁଷ୍କର୍ମ ହୋଇ ଥିବା ଅଭିଯୋଗରେ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି ନାକଟିଦେଉଳ ପୋଲିସ୍।

ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ କେଲୋ ଗ୍ରାମର ରାଜେଶ ଜାଲ (୨୧)। ପୋଲିସ ଏନେଇ ନାକଟିଦେଉଳ ଥାନା କେସ ନମ୍ବର ୩୮/୨୩ ରେ ଏକ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତଙ୍କୁ ଶୁକ୍ରବାର ଦିନ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।

ପୋଲିସ ସୂତ୍ରରୁ ଜଣା ପଡିଛି ଯେ, ନାକଟିଦେଉଳ ଥାନା ଅନ୍ତର୍ଗତ ବୁଢାକଟା ଗ୍ରାମର ୧୯ ବର୍ଷୀୟ ଯୁବତୀ ତା ୧୪.୦୩.୨୩ ରିଖ ଦିନ ନଦୀକୁ ଶୌଚ ହେବା ପାଇଁ ଯିବା ସମୟରେ ରାଜେଶ୍ ଜାଲ୍ ନାମକ ଯୁବକ ଏକାକୀ ଦେଖି ତାଙ୍କ ମୁଣ୍ଡ, ଗାଲ,ନାକ ରେ ଆଘାତ କରି ମୁଥ ମାରି କପଡା ଚିରି ତାଙ୍କୁ ଧର୍ଷଣ କରିଥିଲା। ଯୁବତୀ ଜଣଙ୍କ ପାଟି କରି ବାରୁ ନିକଟ ରେ ଛେଳି ଚଳାଉଥିବା ମହିଳା ମାନେ ଚାଲି ଆସି ଥିବାରୁ ଅଭିଯୁକ୍ତ ଖସି ଯିବାରେ ସମର୍ଥ ହୋଇଥିଲା।

ଏନେଇ ଯୁବତୀ ଜଣଙ୍କ ନାକଟିଦେଉଳ ଥାନାରେ ଗତ ୧୪ ତାରିଖରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ କେଲୋ ଗ୍ରାମର ରାଜେଶ ଜାଲକୁ ପୋଲିସ ଗିରଫ କରି ଭାରତୀୟ ପିଙ୍ଗଳ କୋଡ୍ ର ଧାରା ୩୪୧,.୩୨୩ ଓ ୩୭୬ ଅନୁସାରେ କୋର୍ଟ ଚାଲାଣ କରାଯାଇଛି ବୋଲି ନାକଟିଦେଉଳ ଥାନାଧିକାରୀ କୃପା ବାଗ ପ୍ରକାଶ କରିଛନ୍ତି।

ଅଭିଯୁକ୍ତ ଗିରଫ ଦୁଷ୍କର୍ମ ମାମଲା ନାକଟିଦେଉଳ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Latest News

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.