Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ରହ୍ମପୁର ରେଳଷ୍ଟେସନ ରାସ୍ତାରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ
ଅପରାଧ

ବ୍ରହ୍ମପୁର ରେଳଷ୍ଟେସନ ରାସ୍ତାରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ

March 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗତକାଲି ରାତିରେ କିଛି ମଦ୍ୟପ ଓ ଅସାମାଜିକ ଯୁବକ ଧାରୁଆ ଅସ୍ତ୍ର ଧରି ରେଳଷ୍ଟେସନ ରାସ୍ତାରେ ଜଣେ ଯୁବକକୁ ଧମକ ଦେବା ସହ ହଟ୍ଟଗୋଳ କରିଥିଲେ। ଯ’ଦ୍ଵାରା ଜନଗହଳି ପୂର୍ଣ୍ଣ ରାସ୍ତାରେ ଯାଉଥିବା ସାଧାରଣ ଲୋକ ଭୟଭୀତ ହୋଇ ଏଣେ ତେଣେ ଦଉଡୁ ଥିଲେ। ଯାହାକି ସାଧାରଣ ଗଣ ମାଧ୍ୟମରେ ଭିଡିଓ ଭାଇରଲ୍ ହେଉଛି।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ଉକ୍ତ ଯୁବକ ମାନେ ସେଠାରୁ ପଳାୟନ କରିଥିଲେ ଓ ଘଟଣାସ୍ଥଳରେ ସଂଯୋଗ ହୋଇଥିବା କିଛି ବ୍ୟବସାୟ ଅନୁଷ୍ଠାନର ସିସିଟିଭି ଫୁଟେଜରୁ ତଥ୍ୟ ଆଧାର କରି ପୋଲିସ ଅନୁସନ୍ଧାନ କରୁଛନ୍ତି।

ଅନ୍ୟ ପକ୍ଷରେ କିଛି ବର୍ଷର ବ୍ୟବଧାନ ପରେ ରେଶମ ନଗରୀ ବ୍ରହ୍ମପୁର ସହରରେ ପୁଣି ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ ପୋଲିସ ପ୍ରଶାସନକୁ ଖୋଲା ଚ୍ୟାଲେଞ୍ଜ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।

ଅସାମାଜିକ ଯୁବକ ବ୍ରହ୍ମପୁର ରେଳଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026
Latest News

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.